ସିକ୍ୟୁରିଟି ଗାର୍ଡକୁ ହତ୍ୟା କଲା ସିକ୍ୟୁରିଟି ଗାର୍ଡ, ଅଭିଯୁକ୍ତ ଥାନାରେ ଅଟକ
ବୌଦ୍ଧ: ସିକ୍ୟୁରିଟି ଗାର୍ଡକୁ ହାଣି ହତ୍ୟାକଲା ଅନ୍ୟ ଜଣେ ସିକ୍ୟୁରିଟି ଗାର୍ଡ । ଏମିତି କିଛି ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ଖୁଣ୍ଟିଆପଡ଼ା ଯୋଗୀଭୋଗୋରା ରେଲୱେ ବ୍ରିଜ ନିକଟରେ। ମୃତକ ରାଉତବାହାଲ ଗାଁର ରଞ୍ଜନ ପ୍ରଧାନ ବୋଲି ଜଣାପଡିଛି । ପୁଲିସ ଅଭିଯୁକ୍ତ ସିକ୍ୟୁରିଟି ଗାର୍ଡ ପ୍ରକାଶ…