ମହିଳା ଓ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ତିନି ଦିନିଆ କର୍ମଶାଳା ଆରମ୍ଭ
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ପୋଲିସ ଭବନଠାରେ “ମହିଳା ଏବଂ ଶିଶୁଙ୍କ ଉପରେ ଯୌନ ଅପରାଧର ତଦନ୍ତ ପାଇଁ ଫୋରେନସିକ୍ କୌଶଳ ଏବଂ ପ୍ରଯୁକ୍ତି ବିଦ୍ୟାର ବ୍ୟବହାର” ସଂକ୍ରାନ୍ତୀୟ ତିନି ଦିନିଆ କର୍ମଶାଳା ଆରମ୍ଭ ହୋଇଯାଇଛି। "ମହିଳା ଏବଂ ଶିଶୁ ଅପରାଧ ନିରାକରଣ ଶାଖା" ଏବଂ "ୟୁନିସେଫ"ର ମିଳିତ…