୨୦୨୪ ପରେ ରାହୁଲ ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ: ରସିଦ ଅଲଭି
ନୂଆଦିଲ୍ଲୀ: ପାଖେଇ ଆସୁଛି ଲୋକସଭା ନିର୍ବାଚନ। ଏନେଇ ସମସ୍ତ ରାଜନୈତିକ ଦଳର ଚାଲିଛି ଜୋରଦାର ପ୍ରସ୍ତୁତି। ବିଜେପିକୁ ଚ୍ୟାଲେଞ୍ଜ କରି ୨୬ ବିରୋଧୀ ଦଳ ‘ଇଣ୍ଡିଆ’ ନାମରେ ମେଣ୍ଟ କରି ସାରିଲେଣି। ଏବେ ପର୍ଯ୍ୟନ୍ତ ଏହି ମହାମେଣ୍ଟର ନେତାଙ୍କ ନାମ ବି ଘୋଷଣା କରାଯାଇ ନାହିଁ। ହେଲେ ଏହାରି ଭିତରେ…