ନକ୍ସଲଗଡରୁ ଇସ୍ରୋ: ଚର୍ଚ୍ଚାରେ ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ
ମାଲକାନଗିରି: ଉପାନ୍ତ ଅଞ୍ଚଳରୁ ଇସ୍ରୋ ବୈଜ୍ଞାନିକ। ଚନ୍ଦ୍ରଯାନ ୩ ପ୍ରକଳ୍ପରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି ମାଲକାନଗିରିର ଯୁବ ବୈଜ୍ଞାନିକ ଜୟନ୍ତ କୁମାର ହାଲଦାର । ଜୟନ୍ତ କେରଳ ତିରୁଅନନ୍ତପୁରମ ସ୍ଥିତ ବିକ୍ରମ ସାରାଭାଇ ସ୍ପେଶ ସେଣ୍ଟରରେ ମେକାନିଜମ୍ ବିଭାଗରେ ବରିଷ୍ଠ…