ଏସିଆନ ଗେମ୍ସରେ ଏଥର ଅଂଶଗ୍ରହଣ କରିବେ ୬୩୪ ଜଣିଆ ଭାରତୀୟ ଟିମ
ନୂଆଦିଲ୍ଲୀ: ଚୀନର ହାଙ୍ଗଝୋଉରେ ହେବାକୁ ଥିବା ଏସିଆନ ଗେମ୍ସ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଭାରତ ୬୩୪ଜଣିଆ ଟିମ ଏଥର ଅଂଶଗ୍ରହଣ କରିବେ । ଶୁକ୍ରବାର କ୍ରୀଡା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ଭାରତୀୟ ଅଲିମ୍ପିକ ଆସୋସିଏଶନ ୮୫୦ ଆଥଲେଟଙ୍କ ନାମ ସୁପାରିଶ କରିଥିଲା…