ପୁଟିନଙ୍କୁ ବିରୋଧ କରି ଚର୍ଚ୍ଚାକୁ ଆସିଥିବା ୟେଭଗେନି ପ୍ରିଗୋଝିନଙ୍କ ମୃତ୍ୟୁ!
ନୂଆଦିଲ୍ଲୀ: ବିମାନ ଦୁର୍ଘଟଣାରେ ରୁଷର ଘରୋଇ ସେନା ୱାଗନର୍ ଗ୍ରୁପ୍ର ମୁଖ୍ୟ ୟେଭଗେନି ପ୍ରିଗୋଜିନ୍ଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ରୁଷ ନିକଟରେ ଏକ ବିମାନ ଦୁର୍ଘଟଣାରେ ପ୍ରିଗୋଜିନଙ୍କର ମୃତ୍ୟୁ ଘଟିଛି। ରୁଷରେ ରାଷ୍ଟ୍ରପତି ପୁଟିନଙ୍କ ବିରୋଧରେ ହୋଇଥିବା ବିଦ୍ରୋହ…