Latest Odisha News

BREAKING NEWS

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଜୋହାନ୍ସବର୍ଗ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସେରେ ବୁଧବାର ଜୋହାନ୍ସବର୍ଗଠାରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି। ଉଭୟ ନେତା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ଅଗ୍ରଗତିର ସମୀକ୍ଷା…

ସ୍ୱାଧୀନତା ସଂଗ୍ରାମୀଙ୍କ ଅପଢା ପୃଷ୍ଠା: ଦିନେ ବ୍ରିଟିଶ ଗୁଳିରୁ ବଞ୍ଚିବା ପାଇଁ ଡେଇଁ ପଡ଼ିଥିଲେ ଭରାନଦୀକୁ

ନବରଙ୍ଗପୁର:ରାତି ପାହିଲେ ଅଗଷ୍ଟ ୨୪ । ସେଇ ମାସ ସେଇ ତାରିଖ  । ଏ ମାସ ବାର ମନେ ପଡିଗଲେ  ଗାଁ ଲୋକଙ୍କ ଛାତି ଭିତରଟା କୋରି ହୋଇଯାଏ । ଅଜଣା କୋହ ସେମାନଙ୍କ ନିଃଶ୍ୱାସ ରୁନ୍ଧିଦିଏ । ଏହି ସହିଦ ସ୍ତମ୍ଭ ସେମାନଙ୍କ ବୀରତ୍ୱର କାହାଣୀ କହେ । ଗାଁ ମୁଣ୍ଡର ତୁରୀ ନଦୀ ବୀର ପୁତ୍ରଙ୍କ…

ବିନା ବସ୍ ଭଡ଼ାରେ ଭଉଣୀ ଯିବେ ଭାଇ ହାତରେ ରାକ୍ଷୀ ବାନ୍ଧିବାକୁ, ଜାଣନ୍ତୁ କେଉଁ ସରକାର କଲେ ଘୋଷଣା

ଲକ୍ଷ୍ନୌ: ରାକ୍ଷୀ ପୂର୍ଣ୍ଣିମା ପାଇଁ ସରକାରଙ୍କ ବଡ଼ ଉପହାର। ବିନା ବସ୍ ଭଡ଼ାରେ ଭଉଣୀ ଯିବେ ଭାଇ ହାତରେ ରାକ୍ଷୀ ବାନ୍ଧିବାକୁ । ଚଳିତ ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀମାନଙ୍କୁ ଯାତାୟତରେ ଯେପରି କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ ଏଥିପାଇଁ ଉତ୍ତରପ୍ରଦେଶ ଯୋଗୀ ସରକାର…

ଆରପାରିରେ ଷାଠିଏ ଦଶକର ନାୟିକା ଡକ୍ଟର ସୁଧାରାଣୀ ଜେନା

ଭୁବନେଶ୍ଵର: ଆରପାରିରେ ନାୟିକା ଡକ୍ଟର ସୁଧାରାଣୀ ଜେନା । ଷାଠିଏ ଦଶକର ଆଦ୍ୟ ଭାଗରେ ଓଡ଼ିଆ ଚଳଚ୍ଚିତ୍ରକୁ ନାୟିକା ଭାବରେ ପ୍ରବେଶ କରିଥିଲେ ସୁଧାରାଣୀ । ଅନେକ ଚଳଚ୍ଚିତ୍ରରେ ପାର୍ଶ୍ଵ ଚରିତ୍ର ଭାବରେ ଅଭିନୟ କରିଛନ୍ତି ସୁଧାରାଣୀ । ପରେ ୧୯୬୧ ମସିହାରେ କବିରାଜ କଷ୍ଣଚନ୍ଦ୍ର ତ୍ରିପାଠୀ…

ପରିବେଶ ପାଇଁ ‘ଉଡ୍ର’ର ନିଆରା କାର୍ଯ୍ୟକ୍ରମ ‘ଗିଫ୍ଟ୍‍ ଏ ପ୍ଲାଣ୍ଟ୍‍’ ଅନୁଷ୍ଠିତ

ଭୁବନେଶ୍ୱର: ‘ଉଡ୍ର ଚାରିଟେବୁଲ୍‍ ଟ୍ରଷ୍ଟ’ ଓଡିଶାର ଏକ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ। ପ୍ରତିବର୍ଷ ‘ଗିଫ୍ଟ ଏ ପ୍ଲାଣ୍ଟ୍‍’ କାର୍ଯ୍ୟକ୍ରମ ମାଧ୍ୟମରେ ୧ ଲକ୍ଷରୁ ଉର୍ଦ୍ଧ୍ୱ ବୃକ୍ଷ ବଣ୍ଟନ କରାଯାଉଛି। ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଦି ଜିଲ୍ଲାମାନଙ୍କରେ ଚଳିତ…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର ! ଏଣିକି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଏଣିତି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଗକୁ ପର୍ଯ୍ୟଟକମାନେ ଦିନରେ ବୁଲିବା ସହ ରାତିରେ ବି ବୁଲି ପାରିବେ। ସେଣ୍ଟ୍ରାଲ ଜୁ’ ଅଥରିଟିରେ ଦାଖଲ କରାଯାଇଥିବା ମାଷ୍ଟର ପ୍ଲାନରେ ରହିଛି ଏହି ନୂଆ ବ୍ୟବସ୍ଥା। ଏବେ ସନ୍ଧ୍ୟା…

ବିନା ଯୋଗ୍ୟତାରେ ଛାତ୍ରଛାତ୍ରୀ କରୁଛନ୍ତି ଡାକ୍ତରୀ ଡିଗ୍ରୀ, ଚର୍ଚ୍ଚାରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜ

ପୁରୀ: ପୁରୀ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବଡଧରଣର କେଳେଙ୍କାରୀ । ବିନା ଯୋଗ୍ୟତାରେ ଡାକ୍ତରୀ ଡିଗ୍ରୀ ପାଇଁ କଲେଜରେ ଆଡମିଶନ ନେଇଛନ୍ତି ୫ ଛାତ୍ରଛାତ୍ରୀ । କଲେଜରେ ଡାକ୍ତରୀ ଡିଗ୍ରୀ ପାଠ ପଢି ଚାକିରୀ କରିବାକୁ ହେଲେ NEET ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବାସହ ତାଲିକାଭୁକ୍ତ ହେବା ଜରୁରୀ ।…

ଆଗାମୀ ୩ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏଡି) ପକ୍ଷରୁ ୭ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା କଟକ ସମେତ ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଜଗତ୍ସିଂହପୁର, କେନ୍ଦ୍ରାପଡା, କଟକ, ବଲାଙ୍ଗୀର, କାଲାହାଣ୍ଡି, ଗଞ୍ଜାମ ଏବଂ ସୁନ୍ଦରଗଡର କେତେକ ସ୍ଥାନ…

ମୋସନ ପିକ୍ଚର ପରେ ଆସିଲା ‘ପୁଷ୍କରା’ର ନୂଆ ପୋଷ୍ଟର, ନଜରରେ ଆସିଲେ ପୁଷ୍କରାର ବାପା ଘନ ନନା

ଭୁବନେଶ୍ଵର: ନୂଆ ଓଡିଆ ଚଳଚ୍ଚିତ୍ର ‘ପୁଷ୍କରା’ର ମୋସନ ପୋଷ୍ଟର ପରେ ଏବେ ଏହାର ନୂଆ ପୋଷ୍ଟର ରିଲିଜ ହୋଇଛି । ପରେ ସେପ୍ଟେମ୍ୱର ୧ ତାରିଖରେ ରିଲିଜ ହେବ ଏହି ଚଳଚ୍ଚିତ୍ରର ଟ୍ରେଲର । ଓଡିଶା ମାଟିର ଗାଥା କହିବ ‘ପୁଷ୍କରା’। ତରଙ୍ଗ ସିନେ ପ୍ରଡକ୍ସନ୍ସ ଓ ଆର୍.ଆର୍. ଇଭେଣ୍ଟ୍ସ ଆଣ୍ଡ ପ୍ରମୋସନସର…