ସ୍କୁଲ ପାଖ ନାଳରେ ବୁଡ଼ି ଛାତ୍ର ମୃତ; ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ତାଲା ପକାଇ ଗ୍ରାମବାସୀଙ୍କ ବିରୋଧ
ନୂଆପଡା: ବୋଡେନ ବ୍ଲକ ବୁଢ଼ାପଡା ଅପଗ୍ରେଡ ହାଇସ୍କୁଲରେ ଅଭାବନୀୟ ଘଟଣା। ସ୍କୁଲ ପାଖ ନାଳରେ ବୁଡ଼ି ୩ୟ ଶ୍ରେଣୀ ଛାତ୍ର ମୃତ। ମଧ୍ୟାହ୍ନ ଭୋଜନ ପରେ ନାଳକୁ ଗାଧୋଇବା ପାଇଁ ଯାଇ ବୁଡ଼ି ଯାଇଥିଲେ ଛାତ୍ର। ଘଟଣାକୁ ନେଇ ସ୍କୁଲରେ ଅଭିଭାବକଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଛି। ସେପଟେ…