Latest Odisha News

BREAKING NEWS

ସ୍କୁଲ ଶିକ୍ଷା ସହ ଭିତ୍ତିଭୂମି ମଜବୁତ କରିବାକୁ ପ୍ରୟାସ: ୧୪ ସ୍କୁଲକୁ ୧୧ କୋଟି ୬୮ଲକ୍ଷ ମଞ୍ଜୁର କଲା କେନ୍ଦ୍ର…

ଭୁବନେଶ୍ବର: ସ୍କୁଲ ଶିକ୍ଷା ସହ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଓଡିଶାର ୧୪ଟି ସ୍କୁଲକୁ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୧୧ କୋଟି ୬୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି  । ଏ ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି  । ସେଥିମଧ୍ୟରୁ…

ପୁଲୱାମାରେ ଏନକାଉଣ୍ଟର; ଟପ ଲସ୍କର କମାଣ୍ଡର ସମେତ ୨ ଆତଙ୍କୀ ନିପାତ

ଶ୍ରୀନଗର:ଜମ୍ମୁକଶ୍ମୀରର ପୁଲୱାମା ଜିଲ୍ଲାରେ ରବିବାର ସୁରକ୍ଷା ବଳ ଏବଂ ଆତଙ୍କବାଦୀଙ୍କ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କୀ ନିପାତ । ୨ ମୃତ ଆତଙ୍କୀଙ୍କ ମଧ୍ୟରେ ଅଛନ୍ତି ଜଣେ ଲସ୍କର-ଏ-ତୋଏବାର ଟପ କମାଣ୍ଡର ଅଛନ୍ତି । ଜମ୍ମୁକଶ୍ମୀରର ପୁଲୱାମ ଜିଲ୍ଲାରେ ରବିବାର ଏହି…

କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି: ଡକାୟତ ଲୁଟିଲେ ୨୫ଭରି ସୁନା

ଧର୍ମଗଡ : କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି  । ଘର ଆଲମିରା ଭାଙ୍ଗି ଡକାୟତମାନେ ଲୁଟିଛନ୍ତି ୨୫ ଭରି ସୁନା ଅଳଙ୍କାର  । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ଥାନା ଓଲମା ଗାଁରେ  । ଗତକାଲି ବିଳମ୍ବିତ ରାତିରେ ଦୁର୍ବୁତ୍ତମାନେ ଧନଞ୍ଜୟ ସାହୁଙ୍କ ଘରେ…

ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତକୁ ଛଡାଇ ନେଲେ ଦୁର୍ବୁତ୍ତ

ସୋରୋ: ଵାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ଫାଣ୍ଡି ପୋଲିସ ଘାଟ ଅଞ୍ଚଳରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତଙ୍କୁ ଛଡ଼ାଇ ନେଇଛନ୍ତି ଦୁର୍ବୃତ୍ତ । ଅନନ୍ତପୁର ଫାଣ୍ଡି ପୋଲିସ ଜଣେ ଅଭିଯୁକ୍ତ ବଂଶୀଧର ମଲ୍ଲିକକୁ ବାଲିଛନ୍ଦା ଘାଟ ଘରୁ ଧରି ଅଟୋରେ…

ଶ୍ରାବଣ ସୋମବାରରେ ଅଘଟଣ: ଜଳ ଲାଗି ପାଇଁ ଯିବାବେଳେ ମାଡିଗଲା କାର୍, ଦୁଇ ମୃତ ,୧୩ ଆହତ

ଆସିକା: ଆଜି ଶ୍ରାବଣ ମାସ ସୋମବାରରେ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇଥିବାବେଳେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି  । ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଈରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।  ଋଷିକୂଲ୍ୟା ନଦୀରୁ ପାଣି ନେଇ ତାଡ଼କେଶ୍ୱର ଶିବ ମନ୍ଦିରକୁ ଯାଉଥିବା ବେଳେ…

ଆଜିଠୁ କମିବ ପିଆଜ ଦର ! କିଲୋ ପ୍ରତି ୨୫ ଟଙ୍କାରେ ବିକିବ ଏନସିସିଏଫ୍

ମୁମ୍ବାଇ: ଆଜିଠୁ କମିବ ପିଆଜ ଦର । ଖୁଚୁରାରେ କିଲୋ ପ୍ରତି ୨୫ ଟଙ୍କାରେ ପିଆଜ ବିକିବ ଜାତୀୟ ଉପଭୋକ୍ତା କୋଅପରେଟିଭ ସଂଘ  ।  ବଢୁଥିବା ଦର ଉପରେ ଅଙ୍କୁଶ ଲଗାଇବାକୁ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଷ୍ଟକ ପରିମାଣ ୩ ଲକ୍ଷ ମେଟ୍ରିକ ଟନରୁ ୫ ଲକ୍ଷ ମେଟ୍ରିକ ଟନକୁ ବୃଦ୍ଧି…

ଅନ୍ତିମ ପର୍ଯ୍ୟାୟରେ ଭାରତର ଚନ୍ଦ୍ର ଅଭିଯାନ: ଅଗଷ୍ଟ ୨୩ରେ ଅବତରଣ

ମୁମ୍ବାଇ: ଚନ୍ଦ୍ରର ଦକ୍ଷିଣ ମେରୁରେ ରୁଷର ଚନ୍ଦ୍ରଯାନ ଲୁନା -୨୫ ସଫ୍ଟ ଲାଣ୍ଡିଂ କରିବାର ଦିନକ ପୂର୍ବରୁ ଦୁର୍ଘଟଣାଗ୍ରସ୍ତ ହୋଇଥିବାବେଳେ ଆଉ ଦୁଇ ଦିନ ପରେ ଇତିହାସ ରଚିବାକୁ ଯାଉଛି ଭାରତ । ଅଗଷ୍ଟ ୨୩ ସଂଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରରେ ଅବତରଣ କରିବ ଚନ୍ଦ୍ରଯାନ-୩ । ଏବେ ଲ୍ୟାଣ୍ଡର…

ଗୁଣସାଗର ଦାଶଙ୍କ କବିତା ସଙ୍କଳନ ‘ଭୂମିରୁ ଭୂମାକୁ’ ଉନ୍ମୋଚିତ

ଭୁବନେଶ୍ବର : ବସୁମତୀ ସାହିତ୍ୟ ସଂସଦ, ସମ୍ବଲପୁର ଆନୁକୂଲ୍ୟରେ ସ୍ଥାନୀୟ ଭାରତୀୟ ବିଦ୍ୟା ଭବନର ସଭାଗୃହରେ କବି ଗୁଣସାଗର ଦାଶଙ୍କ କବିତା ସଙ୍କଳନ 'ଭୂମିରୁ ଭୂମା'କୁ ଉନ୍ମୋଚିତ ହୋଇଯାଇଛି। ଗିରିଜା ଶଙ୍କର ଶର୍ମାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ କବି ଅମରେଶ…

କବିତା : ହେ ଭୋଳା ଶଙ୍କର

ସାଧନା ପଣ୍ଡା  ତୁମ ଆରାଧନା କରନ୍ତି ଭକତେ ପୃଜା ପାଉଅଛ ଏ ମରତେ ‘ମୁଁ ‘କାର’ ବରଜି ‘ଓଁ’ କାରକୁ ହେଜି ପୂଜିବୁ ତୁମ୍ଭକୁ ଆମେ ଭକ୍ତି ଚିତ୍ତେ । ପ୍ରତି ରାତ୍ରି ଜାଳି ନୟନ ଦୀପାଳି ହୃଦ କପିଳାସ ଭକ୍ତି ରସେ ବାହି ପ୍ରୀତି ଝର ଆନନ୍ଦ ଅଶ୍ରୁର ସ୍ୱୟଂ ସ୍ୱୟମ୍ଭୁଙ୍କୁ ଜପେ ହର୍ଷେ ।…

ଭାଷା ଭାଗବତ : ଣ : ନ ଭେଦ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଲେଖୁଁ ପୁଣ୍ୟ ଓ କହୁଁ ପୁନ୍ୟ ଦିଶେ ବଣ୍ୟ ଓ ଶୁଭେ ବନ୍ୟ ଆମର ଭାଷାର ଲକ୍ଷଣ ବୁଝଂତି ସର୍ବସାଧାରଣ ଆଖି ଦେଖେ ଓ ଶୁଣେ କାନ ଲିପି ଓ ଧ୍ବନି ଭିନ୍ନ ଭିନ୍ନ ହେଲେ ବି ଆମ ଭାଷା ଜ୍ଞାନ ପାଆଂତି ସାଧାରଣ ଜନ ଆଣ : ଆନ ଓ…