Latest Odisha News

BREAKING NEWS

ମହିଳା ବିଶ୍ୱକପ ଫୁଟବଲ: ପ୍ରଥମ ଥର ପାଇଁ ଟାଇଟଲ ହାସଲ କଲା ସ୍ପେନ

ମେଲବୋର୍ଣ୍ଣ: ସ୍ପେନ ମହିଳା ବିଶ୍ୱକପ ଫୁଟବଲ ୨୦୨୩ ସଂସ୍କରଣର ଚାମ୍ପିୟନ ହୋଇଛି । ରବିବାର ଅନୁଷ୍ଠିତ ହାଇ ଭୋଲଟେଜ ଫାଇନାଲରେ ସ୍ପେନ ୧-୦ ଗୋଲରେ ଇଂଲଣ୍ଡକୁ ପରାସ୍ତ କରି ପ୍ରଥମ ଥର ପାଇଁ ଏହି ମେଗା ଇଭେଂଟରେ ଚାମ୍ପିୟନ ହୋଇଛି । ଇଂଲଣ୍ଡ ରନର୍ସଅପରେ ସନ୍ତୁଷ୍ଟ ରହିବାକୁ ବାଧ୍ୟ ହୋଇଛି । ଏହି…

ରିଲିଜ୍ ହେଲା ‘କରାଚୀ ଟୁ ନୋଏଡା’ ଫିଲ୍ମର ପ୍ରଥମ ପୋଷ୍ଟର

ମୁମ୍ଵାଇ: ସୀମା ପାର କରି ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦର ଏବଂ ତାଙ୍କ ପ୍ରେମିକ ସଚିନଙ୍କ ଲଭଷ୍ଟୋରୀ ଆଉ କାହାକୁ ଅଛପା ନାହିଁ । ସୋସିଆଲ ମିଡିଆରେ ସବୁଠୁ ଅଧିକ ଟ୍ରେଣ୍ଡ କରୁଛି ଏହି ଖବର । ସୀମା ହାଇଦରଙ୍କୁ ନେଇ ଚର୍ଚ୍ଚା ଥମୁନାହିଁ । ପ୍ରତିଦିନ ନୂଆ ନୂଆ ଆଲୋଚନା ହେଉଛି । ତେବେ…

ଲିକ ହେଲା ଟାଇଗର ୩ର କ୍ଲିପ

ମୁମ୍ବାଇ: ବଲିଉଡ ଅଭିନେତା ସଲମାନ ଖାଁ ଏବେ ଟାଇଗର ୩ ଫିଲ୍ମକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ୨୧ ଏପ୍ରିଲରେ ରିଲିଜ ହୋଇଥିବା କିସି କେ ଭାଇ କିସି ଜେ ଜାନ ଫିଲ୍ମ ଫ୍ଲପ ହେବା ପରେ ସଲମାନଙ୍କ ଏହି ଫିଲ୍ମ ଉପରେ ସମସ୍ତଙ୍କ ନଜର ରହିଛି । ଟାଇଗର ୩ରେ କ୍ୟାଟ୍ରିନା କୈଫ ମଧ୍ୟ ନଜର ଆସିବେ । ଇତି…

DRDOର ଡ୍ରୋନ କ୍ରାସ୍, ଟ୍ରାଏଲ ସମୟରେ ହେଲା କ୍ରାସ

କର୍ଣ୍ଣାଟକ: ଭାରତୀୟ ପ୍ରତିରକ୍ଷା ଗବେଷଣା ଓ ବିକାଶ ପ୍ରତିଷ୍ଠାନର ଡ୍ରୋନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କର୍ଣ୍ଣାଟକର ଚିତ୍ରାଦୁର୍ଗା ଗ୍ରାମ ନିକଟରେ ଥିବା ଏକ କ୍ଷେତରେ ୟୁଏଭି ତାପଶ ନାମକ ଡ୍ରୋନ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇ ପଡିଥିବା ଦେଖିବାକୁ ମିଳିଛି । ଏନେଇ ଡିଆରଡିଓର ଜଣେ ଅଧିକାରୀ…

ଚନ୍ଦ୍ରରେ ପାଦ ରଖିବ ଚନ୍ଦ୍ରଯାନ-୩: ଲ୍ୟାଣ୍ଡିଂ ତାରିଖ ଓ ସମୟ ଘୋଷଣା କଲା ଇସ୍ରୋ

ନୂଆଦିଲ୍ଲୀ: ସମୟ ଯେତେ ପାଖଉଛି ଉତ୍କଣ୍ଠା ସେତେ ବଢୁଛି । ଭାରତର ତୃତୀୟ ମୁନ୍‌ ମିଶନ ଚନ୍ଦ୍ରଯାନ-୩ ସହ ଜଡ଼ିତ କୋଟି କୋଟି ଭାରତୀୟଙ୍କ ସ୍ଵପ୍ନ, ଆଶା ଓ ଆକାଂକ୍ଷା । ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ବିକ୍ରମ ସଫଳ ଅବତରଣ କଲେ ଇତିହାସ ରଚିବ ଭାରତ । ବିଶ୍ଵ ସମେତ ଦେଶବାସୀ ସେହି ଐତିହାସିକ…

ଏପରି ଜାଗା, ଯେଉଁଠି ଓଲଟା ବହିଥାଏ ପାଣି: ବୈଜ୍ଞାନିକମାନେ ବି ଜାଣିପାରି ନାହାନ୍ତି ରହସ୍ୟ

ଛତିଶଗଡ: ବର୍ତ୍ତମାନ ସମୟରେ ବିଜ୍ଞାନ ବହୁତ ପ୍ରଗତି କରି ସାରିଲାଣି । ସବୁ କ୍ଷେତ୍ରରେ ବିଜ୍ଞାନ ଦ୍ଵାରା କରାଯାଇଥିବା ଉପଲବ୍ଧି ବିଷୟରେ ସମସ୍ତେ ଅବଗତ ଅଛନ୍ତି । କିନ୍ତୁ ଆଜି ବି ପୁରା ଦୁନିଆରେ ଏମିତି କେତେକ ସ୍ଥାନ ଏବଂ ରହସ୍ୟ ଅଛି ଯାହାଙ୍କ ବିଷୟରେ ଆଜି ବି ବିଜ୍ଞାନ ମଧ୍ୟ ଭେଦ କରିପାରି…

ଧରାପଡ଼ିଲେ ୪ ନକଲି ପରୀକ୍ଷାର୍ଥୀ, ଏନ୍‌ଆଇଟି କନିଷ୍ଠ ସହାୟକ ନିଯୁକ୍ତି ପରୀକ୍ଷା ଦେବାକୁ ଆସି ଅଟକ

ରାଉରକେଲା: ପରୀକ୍ଷା ସେଣ୍ଟରରୁ ୪ ନକଲି ପରୀକ୍ଷାର୍ଥୀ ଅଟକ। ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଏନ୍ଆଇଟି) ରାଉରକେଲାରେ ନକଲି ଆଡ୍‌ମିଟ୍‌ କାର୍ଡ ଦେଖାଇ ପରୀକ୍ଷା ଦେବା ବେଳେ ୪ ଜଣ ପରୀକ୍ଷାର୍ଥୀ ଧରା ପଡ଼ିଛନ୍ତି। ଏହି ଚାରି ଅଭିଯୁକ୍ତ ହେଲେ ପୁନିତ ସିଂହ, ଗୌରବ ଚୌହାନ, ମନିଷ କୁମାର ଏବଂ…

ପ୍ରତିଦିନ ଜଙ୍କଫୁଡ୍ ଖାଉଥିଲେ ହୋଇଯାଆନ୍ତୁ ସାବଧାନ ! ହୋଇପାରେ ଏଭଳି ସମସ୍ୟା

ଭୁବନେଶ୍ଵର: ଆଜିକାଲି ପିଲାଠୁ ବୁଢା ସଭିଏଁ ଜଙ୍କଫୁଡ୍ ଖାଇବା ପାଇଁ ପାଗଳ । ବଦଳୁଥିବା ଲାଇଫ ଷ୍ଟାଇଲର କାରଣରୁ ଆମର ଖାଇବା ପିଇବାରେ ମଧ୍ୟ ବହୁତ କିଛି ବଦଳି ଯାଇଛି । ସମୟର ଅଭାବ କାରଣରୁ ଲୋକେ ବହୁତ ଜଙ୍କଫୁଡ୍ ଖାଉଥିବା ଦେଖାଯାଉଛି। ଏହା ଖାଇବାକୁ ବହୁତ ସ୍ଵାଦିଷ୍ଟ ହୋଇଥିବାବେଳେ କମ…

ଋଷର ମିଶନ ମୁନକୁ ବଡ ଝଟକା : ଚନ୍ଦ୍ରରେ ଲ୍ୟାଣ୍ଡ ହେବା ପୂର୍ବରୁ କ୍ରାସ ହେଲା ଲୁନା-୨୫

ମସ୍କୋ: ଅନ୍ତରୀକ୍ଷକୁ ପଠାଯାଇଥିବା ଋଷର ମିଶନ ମୁନକୁ ବଡ ଝଟକା ଲାଗିଛି । ଚନ୍ଦ୍ରର ପୃଷ୍ଠ ସହିତ ଧକ୍କା ହୋଇ ବିଫଳ ହୋଇଛି ଲୁନା-୨୫। ରୁଷ୍‌ ୫୦ ବର୍ଷ ପରେ ଦ୍ୱିତୀୟ ଥର ମୁନ୍‌ ମିଶନ ଲଞ୍ଚ୍‌ କରିଥିଲା। ଅଧିକାରୀଙ୍କ ସୂଚନା ଅନୁସାରେ ଋଷର ଅନ୍ତରୀକ୍ଷ ଯାନ ଅନିୟନ୍ତ୍ରିତ କକ୍ଷରେ ବୁଲିବା ପରେ…

କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟି ଘୋଷଣା, ୩୯ ଜଣ ସଦସ୍ୟ ସାମିଲ

ନୂଆଦିଲ୍ଲୀ: ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟିର ତାଲିକା ପ୍ରକାଶ ପାଇଛି ଯେଉଁଥିରେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ…