ପାକିସ୍ତାନରେ ପୁଣି ବୋମା ବିସ୍ଫୋରଣ, ୧୧ ଶ୍ରମିକ ମୃତ
ଇସ୍ଲାମାବାଦ: ପାକିସ୍ତାନର ଉତ୍ତର ୱାଜିରିସ୍ତାନର ଗୁଲମିର କୋଟ ଅଞ୍ଚଳରେ ବୋମା ବିସ୍ଫୋରଣ। ଏହି ବିସ୍ଫୋରଣରେ ୧୧ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। ପୋଲିସର ମୁଖପାତ୍ର କହିଛନ୍ତି ଯେ ଶନିବାର ଉତ୍ତର ୱାଜିରିସ୍ତାନର ଏକ ଭ୍ୟାନରେ ଏହି ବୋମା ବିସ୍ଫୋରଣ…