ରାଜ୍ୟସଭାର ୧୨% ସାଂସଦ ଅରବପତି; ତେଲେଙ୍ଗାନାରେ ସବୁଠାରୁ ଅଧିକ
ନୂଆଦିଲ୍ଲୀ: ରାଜ୍ୟସଭାରେ ଅଛନ୍ତି ଧନୀ ସାଂସଦ ।ରାଜ୍ୟସଭାରେ ଥିବା ସାଂସଦଙ୍କ ମଧ୍ୟରୁ ୧୨ ପ୍ରତିଶତ ଅରବପତି । ଏମାନଙ୍କ ମଧ୍ୟରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ସର୍ବାଧିକ ସାଂସଦ ରହିଛନ୍ତି । ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ADR) ପକ୍ଷରୁ ପ୍ରକାଶ ପାଇଛି ଏପରି ତଥ୍ୟ । ଏଡିଆର…