Latest Odisha News

BREAKING NEWS

୧୮ରୁ କମ୍ ବୟସରେ ଶାରୀରିକ ସମ୍ପର୍କକୁ ଅପରାଧ ମୁକ୍ତ କରିବା ଠିକ୍ ହେବ କି?

ନୂଆଦିଲ୍ଲୀ: ବିଦେଶ ପରି ଆମ ଦେଶରେ ରୋମିଓ-ଜୁଲିଏଟ୍ ଆଇନକୁ ସମ୍ଭାବ୍ୟ ଭାବେ ଗ୍ରହଣ କରିବା ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ମତାମତ ଦେବାକୁ କହିଛନ୍ତି। ଏହି ଆଇନର ଉଦ୍ଦେଶ୍ୟ ହେଉଛି କିଶୋରୀମାନଙ୍କ ମଧ୍ୟରେ ସହମତିରେ ହେଉଥିବା ଯୌନ କାର୍ଯ୍ୟକଳାପକୁ ଅପରାଧମୁକ୍ତ କରିବା। ୧୮ ବର୍ଷରୁ…

ବିନା ଡାଏଟିଂରେ କମାନ୍ତୁ ଓଜନ, କରନ୍ତୁ କେବଳ ଏହି କାମ

ଭୁବନେଶ୍ଵର: ମୋଟାପଣ ଆଜିକାଲିର ଯୁବପିଢିଙ୍କ ମଧ୍ୟରେ ଏକ ବଡ ସମସ୍ୟା ଭାବରେ ଉଭା ହୋଇଛି । ଏହି ମୋଟାପଣ କାରଣରୁ ଆମକୁ ଅନେକ ରୋଗର ମଧ୍ୟ ସାମ୍ନା କରିବାକୁ ପଡେ । ଓଜନ ହ୍ରାସ କରିବା କେବଳ ସୁନ୍ଦର କିମ୍ବା ଫିଟ୍ ଦେଖାଯିବା ପାଇଁ ନୁହେଁ, ବରଂ ସୁସ୍ଥ ରହିବା ପାଇଁ ମଧ୍ୟ ଆବଶ୍ୟକ । ଓଜନ ହ୍ରାସ…

‘ସୋଶିଆଲ ମିଡିଆରେ ଅଶ୍ଳୀଳ ପୋଷ୍ଟ କରି କ୍ଷମା ମାଗିବା ପରେ କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିପାରିବେନି’

ନୂଆଦିଲ୍ଲୀ: କେବଳ କ୍ଷମାପ୍ରାର୍ଥନା ଜାରି କରି ବ୍ୟକ୍ତିବିଶେଷ ନିଜର ଅଶାଳୀନ ଓ ଅଶ୍ଳୀଳ ସୋସିଆଲ ମିଡିଆ ପୋଷ୍ଟର ପରିଣାମରୁ ବର୍ତ୍ତି ପାରିବେ ନାହିଁ । ଶୁକ୍ରବାର ସୁପ୍ରିମକୋର୍ଟ ଏକ ମାମଲାର ଶୁଣାଣି ବେଳେ ଏଭଳି ଗୁରୁତ୍ୱାରୋପ କରିଛନ୍ତି। ୭୨ ବର୍ଷୀୟ ଅଭିନେତା ତଥା ତାମିଲନାଡୁର ପୂର୍ବତନ…

‘ରାଜ୍ୟର ସର୍ବାଙ୍ଗୀନ ବିକାଶ ଓ ଓଡ଼ିଆ ଅସ୍ମିତା ସୁରକ୍ଷାରେ ରାଜ୍ୟ ସରକାର ବିଫଳ’

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବହୁ ପ୍ରଚାରିତ ମହିଳା ସୁରକ୍ଷା ଓ ସଶକ୍ତିକରଣ ଦାବି ଫମ୍ଫା ଆବାଜ ।  ୨୦ଟି ଜିଲ୍ଲାର ଶିଶୁଙ୍କ ଓଜନ ବୟସ ତୁଳନାରେ କମ୍‌ । କେବଳ ଅଣଓଡ଼ିଆ ଠିକାଦାରମାନଙ୍କୁ ମେଗା ପାନୀୟଜଳ ପ୍ରକଳ୍ପର ଠିକା ପ୍ରଦାନ କରିବା ଓ ବଡ ବଡ ପାଣି ଟ୍ୟାଙ୍କରକୁ ନିଜ ଦଳୀୟ ଚିହ୍ନରେ…

ରେଳ ଧାରଣାରେ ହାତୀ ଆସୁଥିଲେ ବାଜିବ ଆଲାରାମ, କମିଯିବ ଟ୍ରେନର ବେଗ

ଭୁବନେଶ୍ୱର: ଟ୍ରେନ ଧକ୍କାରେ ଆଉ ମରିବେନି ହାତୀ । ହାତୀ ମୃତ୍ୟୁକୁ ଏଡାଇବା ପାଇଁ ପଦକ୍ଷେପ ନେଇଛି ପୂର୍ବତଟ ରେଳପଥ । ହାତୀ ଅନୁପ୍ରବେଶ ପଥ ଚିହ୍ନଟ ପାଇଁ ରେଳଧାରଣାର ଆଇଡିଏସ  ବା ଇଣ୍ଟ୍ରୁଜନ ଡିଟେକ୍ସନ ସିଷ୍ଟମ । ଟ୍ରେନ ଧକ୍କାରେ  ହାତୀ ମୃତ୍ୟୁ ଏକ ଚିନ୍ତାଜନକ ସମସ୍ୟା ହୋଇଥିବାବେଳେ…

ଆସୁଛି ଗଣେଶ ପୂଜା, ଚାନ୍ଦା ଆଦାୟ ଓ ଠାକୁରଙ୍କ ମୂର୍ତ୍ତି ବିକୃତ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର: ଆଗକୁ ଆସୁଛି ଗଣେଶ ପୂଜା । ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌‌ ପୁଲିସ ତା’ର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଗଣେଶଙ୍କ ମୂର୍ତ୍ତି ବିକୃତ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିସହିତ ଚାନ୍ଦା ଓ ବଟି ଆଦାୟ ନେଇ ନୋ’ ଟଲେରାନ୍ସ ନୀତି ଆପଣାଇବାକୁ ସ୍ଥିର କରାଯାଇଛି ।…

ଗ୍ୟାରେଜ ଭିତରେ ଦୀପିକାଙ୍କୁ ତାଲା ପକାଇ ଦେଲେ ଦିନେଶଙ୍କ ବାପାମା’

ବ୍ରହ୍ମପୁର: ସ୍ତ୍ରୀର ଅଧିକାର ଓ ପୁଅକୁ ବାପାର ପରିଚୟ ଦେବା ପାଇଁ ପ୍ରେମିକ ଘର ଆଗରେ ଧାରଣରେ ବସିଥିବା କେ.ଦୀପିକାଙ୍କୁ ଗ୍ୟାରେଜ ଭିତରେ ତାଲା ପକାଇ ଦେଇଛନ୍ତି ଦିନେଶଙ୍କ ବାପାମା’ । ଏପରି ସଂଗୀନ ଅଭିଯୋଗ ଆଣିଛନ୍ତି କେ.ଦୀପିକା । ଦିନେଶଙ୍କ ବାପା ମାଆ ତାଙ୍କୁ ଗ୍ୟାରେଜରେ ତାଲା ପକାଇ…

ଥମୁନି ନିଶା ମାଫିଆଙ୍କ ଦୌରାତ୍ମ୍ୟ: ଚେକିଂ ବେଳେ ଏସଆଇଙ୍କୁ ଆକ୍ରମଣ

ଭୁବନେଶ୍ବର: ରାଜଧାନୀରେ ଥମୁନି ନିଶା ମାଫିଆଙ୍କ ଦୌରାତ୍ମ୍ୟ  । ଗୋଟିଏ ପଟେ  ବ୍ଲକିଂ ଚେକିଂ ଜୋରଦାର ଚାଲିଥିବାବେଳେ ଅନ୍ୟପଟେ ନିଶା ମାଫିଆଙ୍କ ରାଜୁତି ବଢିବାରେ ଲାଗିଛି  । ଶିଶୁପାଳଗଡ ରାସ୍ତାରେ ଚଢାଉ ବେଳେ ଧଉଳି ଥାନା ଏସଆଇଙ୍କୁ ନିଶା ମାଫିଆମାନେ ଆକ୍ରମଣ କରିଥିବା ସୂଚନା ମିଳିଛି …

ଆଜିଠୁ କମିବ ବର୍ଷା ! ଛତିଶଗଡ ମୁହାଁ ସକ୍ରିୟ ଲଘୁଚାପ କ୍ଷେତ୍ର

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି  ।କାରଣ ସକ୍ରିୟ ଲଘୁଚାପ କ୍ଷେତ୍ରଟି ଧୀରେ ଧୀରେ ଛତିଶଗଡ ମୁହାଁ ହେଉଛି । ଆଗାମୀ ୪ରୁ ୫ଦିନ ଯାଏଁ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ  । ସେପଟେ ନିଅଣ୍ଟିଆ…

ବିହାରରେ ସମ୍ବାଦିକ ହତ୍ୟା ମାମଲା: ୪ ଅଭିଯୁକ୍ତ ଗିରଫ

ବିହାର: ବିହାରର ଅରରିୟାଠାରେ ଗତକାଲି ‘ଦୈନିକ ଜାଗରଣ’ର ସାମ୍ବାଦିକ ବିମଳ କୁମାର ଯାଦବଙ୍କୁ ୪ଜଣ ଦୃର୍ବୃତ୍ତ ଘରେ ପଶି ଗୁଳି କରି ହତ୍ୟା କରିଥିଲେ । ଏହି ଘଟଣା ପରେ ସାରା ରାଜ୍ୟରେ ଗତକାଲି ଚାଞ୍ଚଲ୍ୟ ଖେଳି ଯାଇଥିଲା । ତେବେ ସେହି ମାମଲାରେ ଆଜି ବିହାର ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ…