Latest Odisha News

BREAKING NEWS

ଆଜି ବିଶ୍ବ ଫଟୋଗ୍ରାଫି ଦିବସ: ଚଳିତବର୍ଷର ଥିମ୍ ଭୂଦୃଶ୍ୟ

ମୁମ୍ବାଇ: ଆଜି ହେଉଛି ‘ବିଶ୍ବ ଫଟୋଗ୍ରାଫି ଦିବସ’। ଚିତ୍ରୋତ୍ତୋଳନ ବା ଫଟୋଗ୍ରାଫିରେ ଅନ୍ତର୍ନିହିତ ଥିବା କଳା ଓ ବିଜ୍ଞାନ ପ୍ରତି ଏହି ଦିବସ ଉତ୍ସର୍ଗୀକୃତ। ୧୮୩୭ ମସିହାରେ ଫରାସୀ ବୈଜ୍ଞାନିକ ଲୁଇ ଡାଗେର୍‌ଙ୍କ ଦ୍ବାରା ‘ଡିଗେରୋଟାଇପ୍‌’ ନାମକ ସ୍ବତନ୍ତ୍ର ଚିତ୍ରୋତ୍ତୋଳନ ପ୍ରକ୍ରିୟା ବିକଶିତ…

ମଣିପୁରରେ ପୁଣି ତେଜିଲା ହିଂସା: କୁକି ସମ୍ପ୍ରଦାୟର ୩ ଯୁବକଙ୍କୁ ହତ୍ୟା

ଇମ୍ଫାଲ: ଦୁଇ ସପ୍ତାହ ବ୍ୟବଧାନ ପରେ ମଣିପୁରରେ ପୁଣି ତେଜିଲା ହିଂସା । କୁକି ସମ୍ପ୍ରଦାୟର ୩ ଜଣ ଆଦିବାସୀ ଯୁବକଙ୍କୁ ହତ୍ୟା କରିଛନ୍ତି ଦୁର୍ବୁତ୍ତ । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି  । ନାଗା ବହୁଳ ଉଖରୁଲ ଜିଲ୍ଲାରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡ ପରେ ସଶସ୍ତ୍ର…

ଫୁଲୁଛି ବୈତରଣୀ: ଜନବସତିକୁ ବନ୍ୟା ପାଣି ମାଡିଯିବା ଆଶଙ୍କା

ଭଦ୍ରକ : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ବୈତରଣୀ  । ଆସିଛି ଚଳିତ ବର୍ଷର ଦ୍ବିତୀୟ ବନ୍ୟା ଜଳ । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୫ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗିରହିଥିବାରୁ ବୈତରଣୀର ଜଳସ୍ତର ବଢୁଛି  ।  ବୈତରଣୀ…

ଆନ୍ଧ୍ର କବଜାରେ ଓଡିଶାର ୫ଜଣ ମତ୍ସ୍ୟଜୀବୀ

ଛତ୍ରପୁର: ଆନ୍ଧ୍ର ମତ୍ସ୍ୟଜୀବୀଙ୍କ କବଜାରେ ଓଡିଶାର ୫ ମତ୍ସଜୀବୀ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ । ସମସ୍ତ ମତ୍ସ୍ୟଜୀବୀ ଗଞ୍ଜାମ ଜିଲ୍ଲା ସାନ ଆର୍ଯ୍ୟପଲ୍ଲୀର ବୋଲି ସୂଚନା ମିଳିଛି । ୧୯ଜଣ ମତ୍ସ୍ୟଜୀବୀ ମାଛ ମାରିବାକୁ ସମୁଦ୍ରକୁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ…

ସହି ପାରିଲେନି ପୁଅର ଦେହାନ୍ତ: ସହିଦ ପୁଅକୁ ଝୁରି ଝୁରି ଚାଲିଗଲେ ମା

ଆନନ୍ଦପୁର: ପ୍ରଥମେ ସ୍ୱାମୀ ଓ ପରେ ପରେ ଦୁଇ ପୁଅଙ୍କୁ ହରାଇବା ପରେ ଏକ ମାତ୍ର ସାହାଭରସା ସାଜିଥିଲା ସାନପୁଅ । ହେଲେ ଦଇବ ସାଜିଲା ଦାଉ । ଯାହାର ମୁହଁକୁ ଚାହିଁ ଦିନ କାଟୁଥିଲା ମା’ ଆଜି ସେ ପୁଅ ଆଉ ଗୋଟେ ମା ପାଇଁ ସହିଦ ହେଇଗଲା । ଏବେ ଆଉ କାହା ମୁହଁକୁ ଅନେଇ ଦିନ କାଟିଥାନ୍ତେ ମା’ ।…

କବିତା : ପ୍ରେମ

ତପସ୍ୱିନୀ ଶତପଥୀ ଶାଶ୍ୱତ ଅମୃତର ସ୍ପର୍ଶ ଯୋଡ଼େ ଦୁଇ ଅନ୍ତର ନା ତାର ପ୍ରେମ କରଇ ସଭିଙ୍କୁ ହର୍ଷ ସୁପ୍ତ ଚେତନାକୁ ଜାଗ୍ରତ କରେ ସ୍ଵୟଂ ସିଦ୍ଧ କରେ ପରିଚୟ । ମୃଦୁ ମଳୟର ମଳୟ ପବନେ ପୁଲ୍ଲକିତ ସ୍ପନ୍ଦନ ପ୍ରେମ ନିଷ୍ପାପ କରେ ଜୀବନ ବନ୍ଧନ ଶ୍ରାବଣ ଭିଜା ବରଷା ଟିପାରେ ତନୁ…

ତମାଖୁ ସେବନ ଓ ଜଳବାୟୁ ପରିବର୍ତ୍ତନ

ମହମ୍ମଦ ଇମ୍ରାନ୍ ଅଲୀଙ୍କ ଆଲେଖ୍ୟ ତମାଖୁ ଉଦ୍ଭିଦ ଜାତ ଜିନିଷ ଅଟେ। ତମାଖୁରେ ନିକୋଟିନ୍ ରହିଥାଏ । ଯାହାକି, ଉଭୟ ଉତ୍ସାହକାରୀ ଏବଂ ଉଦାସୀନ ପ୍ରଭାବକାରୀ ନିଶାର ପ୍ରକାରରେ ଅନ୍ତର୍ଭୁକ୍ତ। ତମାଖୁ ପତ୍ର, ତମାଖୁ ଉତ୍ପାଦ ତିଆରି ପାଇଁ ବ୍ୟବହୃତ ହୁଏ ; ଯାହା ମୁଖ୍ୟତଃ ତିନୋଟି ଉପାୟରେ ସେବନ…

ଭାଷା ଭାଗବତ : ‘ଅଂତର୍ଜାଲ’ରେ ସ୍ଥାନ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ' ଅଂତର୍ଜାଲ ' ରେ ଯେତେ ସ୍ଥାନ ଓଡ଼ିଆ ଏଯାଏଁ ଗ୍ରହଣ କରିଛି, ତା'ର ପରିମାଣ ସତରେ ଅଟଇ ନଗଣ୍ୟ ମିଳୁଛି ବହୁ ଯଂତ୍ରାବଳି ତେବେ ବି ଭାଷାକୁ ସଂଭାଳି ପାରୁନାହାଂତି ଗୁଣୀଜନ କେହି ତ ଖୋଜୁନି କାରଣ ସ୍ଥିତି ନୁହଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ପଣା ଭୋଗ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମହାପ୍ରସାଦ ମହିମା ବର୍ଣ୍ଣନା ଅବସରରେ ଆମେ ବିଭିନ୍ନ ଭୋଗ ବିଷୟରେ ଅଳ୍ପ ବହୁତ ଜାଣିଲେ। ଶ୍ରୀଜୀଉମାନଙ୍କୁ ସମର୍ପିତ ହେଉଥିବା ଅନ୍ନ ବ୍ୟଞ୍ଜନ ବିଷୟରେ ମଧ୍ଯ…

୬ ମାସ ଭିତରେ ଶେଷ ହେବ ସମସ୍ତ କଲେଜଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ: ୫ଟି ସଚିବ

ପୁରୀ: ପୁରୀର ସମସ୍ତ +୨ଏବଂ +୩ କଲେଜଗୁଡ଼ିକ ୫ଟି ରୂପାନ୍ତିକରଣରେ ସାମିଲ କରାଯାଇଛି । ଏଥିସହ ସମସ୍ତ କଲେଜଗୁଡିକ ଉନ୍ନତି ନିମନ୍ତେ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ । ଏକ ମାସ ମଧ୍ୟରେ ସମସ୍ତ କଲେଜଗୁଡିକରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ କରାଯାଇ ୬ ମାସ ମଧ୍ୟରେ ଶେଷ କରିବା ଲାଗି…