ଆତ୍ମହତ୍ୟା କମାଇବ ସ୍ପ୍ରିଙ୍ଗ ଫ୍ୟାନ୍, ହଷ୍ଟେଲ ମାନଙ୍କରେ ଆରମ୍ଭ ହେଲା କାମ
କୋଟା: ଏଣିକି ଆତ୍ମହତ୍ୟା କମାଇବ ସ୍ପ୍ରିଙ୍ଗ ଫ୍ୟାନ୍। ହଷ୍ଟେଲରେ ଆତ୍ମହତ୍ୟା ବଢୁଥିବାରୁ ଏହାକୁ କମାଇବା ପାଇଁ ଉଦ୍ୟମ ହୋଇଛି। ରାଜସ୍ଥାନ କୋଟାର ହଷ୍ଟେଲ ମାନଙ୍କରେ ସ୍ପ୍ରିଙ୍ଗ ଫ୍ୟାନ୍ ଲଗାଇବା କାମ ଆରମ୍ଭ ହୋଇଛି। ରାଜସ୍ଥାନର କୋଟା ଏକଦା ଜେଇଇ-ନିଟ୍ (JEE-NEET) ପରୀକ୍ଷା ପ୍ରସ୍ତୁତି…