Latest Odisha News

BREAKING NEWS

ମାଲକାନଗିରିରେ ଡ୍ରଗ୍ସ ରାକେଟ: ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

କାଲିମେଳା : ମାଲକାନଗିରିରେ ଥମୁନି ଧଳା ଜହର କାରବାର । ପୋଲିସ କବଜାରେ ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ । ଧଳା ଜହର କାରବାର ମାମଲାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ୧.୬ ଗ୍ରାମର ବ୍ରାଉନସୁଗାର, ୫୦ କିଲୋଗ୍ରାମ ଗଞ୍ଜେଇ ସହ ୨ଟି କାର ଜବତ କରିଛି…

ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଶକ୍ତ ଧକ୍କା, ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହେଲେ ଦୂତି

ଭୁବନେଶ୍ଵର: ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ ଟେଷ୍ଟ ମାମଲାରେ ବିଫଳ ହୋଇ ଶେଷରେ ସେ ୪ ବର୍ଷ ବାସନ୍ଦ ହୋଇଛନ୍ତି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ ୨୦୨୭ ଜାନୁଆରୀ ମାସ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ…

ସେପ୍ଟେମ୍ବର ୩ରେ ଜେଇ ସିଭିଲ୍ ମେନ୍ ପରୀକ୍ଷା

ଭୁବନେଶ୍ବର: ସେପ୍ଟେମ୍ବର ୩ ତାରିଖରେ ଜେଇ ସିଭିଲ୍ ମେନ୍ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି  । ଏନେଇ ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି  । ମୋଟ୍ ୨୦୦ ମାର୍କର ପରୀକ୍ଷା ହେବାକୁ ଥିବାବେଳେ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ  । ଗତ…

ରାସ୍ତାକୁ ଓହ୍ଲାଇବ କଂଗ୍ରେସ୍, ୯ ଦଫା ଦାବି ନେଇ ସମସ୍ତ ବ୍ଲକ ଅଫିସ୍ ଘେରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ଵର: ରାସ୍ତାକୁ ଓହ୍ଲାଇବ ରାଜ୍ୟ କଂଗ୍ରେସ୍ । ୯ ଦଫା ଦାବି ନେଇ ରାଜ୍ୟର ସମସ୍ତ ବ୍ଲକ ଅଫିସ୍ ଘେରାଉ କରିବ ରାଜ୍ୟ କଂଗ୍ରେସ। ରାଜ୍ୟରେ ବ୍ଲକ ସ୍ତରରେ ଚାଲିଥିବା ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ,ଧାନ କିଣାରେ କଟନି ଛଟନି ବନ୍ଦ, ଚାଷୀଙ୍କୁ…

ନନ୍ଦନକାନନରେ ସମ୍ବର ଶାବକ ଜନ୍ମ, ତିନି ଅସୁସ୍ଥ ସିଂହ ଶାବକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୩୯ନମ୍ବର ଖୁଆଡ଼ରେ ରହୁଥିବା ସମ୍ବର ଗୁରୁବାର ଏକ ଶାବକ ଜନ୍ମ ଦେଇଛି। ମାଆ ଓ ଶାବର ଉଭୟ ସୁସ୍ଥ ଥିବା ଜଣାପଡ଼ିଛି। ଅନ୍ୟପଟେ ସିଂହ ସଫାରୀରେ ଅସୁସ୍ଥ ଥିବା ସିଂହୀ ବିଜ୍‌ଲୀର ତିନୋଟି ଶାବକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କଲେ ଓୟୁଏଟିର ଦୁଇଜଣିଆ ଡାକ୍ତରୀ…

ସନେଟ : ଅଷ୍ଟପ୍ରହରୀ

କାମଦେବ ମହାରଣା ଲିଭିଗଲା ନିଆଁ ଧମକାଏ ଧୁଆଁ ଦାନ୍ତ କାଢ଼ି ଆସେ ରାତି ବିଞ୍ଚିଗଲା ଜହ୍ନ ବାଉଁଶ ବାରିରେ କେମିତି ସହିବ ଛାତି ଧୂଳି ହୋଇ ଉଡେ ସପନ ସବୁ ହେ ସ୍ମୃତି ହୋଇଯାଏ ମେଘ ଭୟ ମାଡ଼ିଯାଏ ଜୁଆର ପରାୟେ ପତ୍ର ବି ଛାଇ ବାଘ। ନିଆଁ ହୋଇ ଜଳେ ଜୀବନ ଏଇଠି ପାଉଁଶ ପାଲଟେ ପ୍ରେମ…

ଆସନ୍ତା ତିନି ଘଣ୍ଟା ପାଇଁ କଟକ, ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ତିନି ଘଣ୍ଟା ପାଇଁ ସତର୍କ ସୂଚନା ଜାରି କଲା ଭାରତୀୟ ପାଣିପାଗ ବିଭାଗ ଆଇଏମଡି। ଘଡ଼ଘଡ଼ି ସହ ବର୍ଷା ନେଇ ଟ୍ୱିନ୍‌ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ପ୍ରବଳ ବର୍ଷା କିମ୍ବା ଘଡଘଡି ସହ ବର୍ଷା ହେବା ସମ୍ଭବନା ରହିଛି। ଏହି ସବୁ ଅଞ୍ଚଳ ପାଇଁ ୟେଲୋ…

ଡାକେ ବିପ୍ଳବୀ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ "ଯେଉଁମାନେ ସ୍ୱାଧୀନତା ଚାହୁଁଛନ୍ତି ସେମାନେ ନିଜେ ଉଦ୍ୟମ କରିବା ଉଚିତ୍ । କୌଣସି ଦୃଶ୍ୟମାନ କିମ୍ବା ଅଦୃଶ୍ୟ ଶକ୍ତି ସ୍ୱାଧୀନତା ଆଣି ଦେବ ନାହିଁ । କେବଳ ଆମ ଦେଶର ଯୁବକଙ୍କ ନେତୃତ୍ୱରେ ଏହି କାର୍ଯ୍ୟ ସମ୍ପନ୍ନ ହୋଇପାରିବ ବୋଲି ଭଗତ ସିଂ ଓ ତାଙ୍କ…

ଭାଷା ଭାଗବତ : ‘ବିଶ୍ବ’ ଭାବନା

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ' ବିଶ୍ବ ' ଶବ୍ଦଟି ବାଂରବାର କରଂତି ଯିଏ ବ୍ୟବହାର ତାଂକର ଭାବନା ବିଚାର କେବଳ କଳ୍ପିତ ପ୍ରଚାର ବିଶ୍ବ ଯେହେତୁ ଖୁବ୍‌ ବଡ଼ ହେଲେ ବି ଏକଡ଼, ସେକଡ଼ ଲୋକଂକୁ ପଡ଼େନାହିଁ ଜଣା ପ୍ରଚାର କରେ ବାଟବଣା ସ୍ବସ୍ଥାନେ ସ୍ବଖାଦ୍ୟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଉପାଧି ଭୋଗ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଛପନ ଭୋଗ ପ୍ରସଙ୍ଗର ପ୍ରାଞ୍ଜଳ ଆଲୋଚନା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଶ୍ରୀଜଗନ୍ନାଥ ସଂସ୍କୃତିର ଗବେଷକ ତଥା ପ୍ରବାଚକ ଶ୍ରୀଯୁକ୍ତ ସଦାଶିବ ରଥଶର୍ମାଙ୍କ ଦ୍ୱାରା…