ମାହାଙ୍ଗା ନାବାଳିକା ମୃତ୍ୟୁ, ବିଜେଡିରୁ ନିଲମ୍ବିତ ହେଲେ ଶରତ ନାୟକ
କଟକ: ମାହାଙ୍ଗା ନାବାଳିକା ଛାତ୍ରୀ ମୃତ୍ୟୁ ମାମଲାରେ ବିବାଦ ଘେରକୁ ଆସିଥିବା ବିଜେଡି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶରତ ନାୟକ ଦଳରୁ ନିଲମ୍ବିତ ହୋଇଛନ୍ତି। କଟକ ଜିଲ୍ଲା ସଭାପତି ଦେବାଶିଷ ସାମନ୍ତରାୟ ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବିତ କରିଛନ୍ତି।
ପୋଲିସ…