Gadar-2 vs OMG-2: ସୁପର ଫ୍ରାଇଡେରେ ସୁପର ଧମାକା, ରିଲିଜ ହୋଇଛି ଦୁଇ ଦୁଇଟି ଫିଲ୍ମ
ମୁମ୍ବାଇ: ପରଦାକୁ ଆସିଛି ବହୁ ପ୍ରତୀକ୍ଷିତ ଫିଲ୍ମ ଗଦର-୨ ଏବଂ ଓଏମଜି-୨ । ସୁପର ଫ୍ରାଇଡେରେ ସୁପର ଧମାକା କରିବେ ସନ୍ନି ଦେଓଲ୍ ଓ ଅକ୍ଷୟ କୁମାର । ୨୧ ବର୍ଷ ପରେ ଗଦରର ସିକ୍ୱେଲରେ ନଜର ଆସିଛନ୍ତି ସନ୍ନି ଦେଓଲ । ସେହିପରି ଅକ୍ଷୟ କୁମାରଙ୍କ ମହାଦେବ ଅବତାରକୁ OMG 2ରେ ଦେଖିବେ ଦର୍ଶକ ।…