Latest Odisha News

BREAKING NEWS

ଚୁନାଘାଟିରେ ଓଲଟିଲା ଟ୍ରକ୍, ଜଣେ ମୃତ

କୋଇଡ଼ା: ପୁଣି ଚୁନାଘାଟିରେ ଦୁର୍ଘଟଣା। ଟ୍ରକ୍ ଏବଂ ହାଇୱା ମୁହାଁମୁହିଁ ଧକ୍କା ହେବା ଫଳରେ ଓଲଟିଲା ଟ୍ରକ୍ । ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମୃତ । ଗତକାଲି ରାତି ପ୍ରାୟ ୧୧ଟାରେ ଦୁର୍ଘଟଣାଟି ଘଟିଥିବା ବେଳେ ପ୍ରାୟ ୮ ଘଣ୍ଟାର ପରିଶ୍ରମ ପରେ ଆଜି ସକାଳେ ମୃତ ଡ୍ରଇଭରର ମର ଶରୀରକୁ ବାହାର କରିଛି…

ମଶା ବୃଦ୍ଧି ପାଇଁ ଅନୁକୂଳ ପରିବେଶ ସୃଷ୍ଟି କଲେ ଏଣିକି ତଣ୍ଡ

ଭୁବନେଶ୍ୱର: ରାଜଧାନୀରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଅନୁକୂଳ ହେଉଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛି। ମଶା ଲାର୍ଭା ବୃଦ୍ଧି ହେବାର ସମ୍ଭାବନା ବ୍ୟବସାୟିକ ପ୍ରତିଷ୍ଠାନ…

ବଦଳିବ ପ୍ରାଥମିକ ଶ୍ରେଣୀଗୃହ ପରିବେଶ, ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ

ଭୁବନେଶ୍ୱର: ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ। ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ। ଦରିରେ ବସିବେ, ରଙ୍ଗୀନ ଡେକ୍ସରେ ଲେଖିବେ ଛାତ୍ରଛାତ୍ରୀ। କାନ୍ଥଚିତ୍ର, ଶୈକ୍ଷିକ ଉପକରଣ ବଢ଼ାଇବ ଆଗ୍ରହ। ପ୍ରଥମ ପର୍ଯ୍ୟାୟରେ ୬ ହଜାରରୁ ଊର୍ଦ୍ଧ୍ୱ…

ବାହାନଗା ଟ୍ରେନ ଦୁର୍ଘଟଣା: ଏବେ ବି ୨୯ ଜଣଙ୍କ ମୃତଦେହ ଚିହ୍ନଟ ହୋଇନି

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଦୁର୍ଘଟଣା ୨ ମାସରୁ ଅଧିକ ଦିନ ବିତିଲାଣି। ଏହି ଦୁର୍ଘଟଣାରେ ୨୯୩ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ହେଲେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୨୯ ଜଣଙ୍କ ମୃତଦେହ ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହିଁ। ଏହି ଶବଗୁଡିକ ଭୁବନେଶ୍ୱର ଏମ୍ସରେ ରଖାଯାଇଛି । ପୂର୍ବ ତଟ ରେଳବାଇର…

କାର୍ଯ୍ୟକାଳ ଅବଧି ଶେଷ ହେବାର ତିନି ଦିନ ପୂର୍ବରୁ କାହିଁକି ସରକାର ଭାଙ୍ଗିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ?

ଇସଲାମାବାଦ: ପାକିସ୍ତାନର ସଂସଦ ଅର୍ଥାତ୍ ନ୍ୟାସନାଲ ଆସେମ୍ବଲି ଭଙ୍ଗ ହୋଇଛି। ପାଞ୍ଚ ବର୍ଷ କାର୍ଯ୍ୟକାଳ ଶେଷ ହେବାର ତିନି ଦିନ ପୂର୍ବରୁ ସଂସଦ ଭଙ୍ଗ କରାଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ରାଷ୍ଟ୍ରପତି ଆରିଫ ଅଲଭିଙ୍କୁ ସୁପାରିଶ କରିଥିଲେ ଯାହା ବୁଧବାର ବିଳମ୍ବିତ ରାତିରେ…

ଅକ୍ଟୋବରରୁ ଅନ୍‌ଲାଇନ୍‌ରେ ପେନ୍‌ସନ୍ ଆବେଦନ ବାଧ୍ୟତାମୂଳକ

ଭୁବନେଶ୍ୱର: ଅକ୍ଟୋବର ପହିଲାରୁ ଅନ୍‌ଲାଇନ୍‌ରେ ପେନ୍‌ସନ୍ ଆବେଦନ ବାଧ୍ୟତାମୂଳକ ହେବ। ପେନସନ ଓ ଭବିଷ୍ୟନିଧି ଆବେଦନ ଅନ୍‌ଲାଇନ୍‌ ମାଧ୍ୟମରେ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଲ ଦେବ। ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ଓ ଅର୍ଥ ବିଭାଗର ମିଳିତ…

ପ୍ରକୃତି

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଭଗବାନଙ୍କର ମାୟିକ ଶକ୍ତିଦ୍ୱାରା ଏ ସଂସାରର ସୃଷ୍ଟି । ପ୍ରକୃତିର ଗର୍ଭରେ ଭଗବାନ ଜୀବଙ୍କୁ ସ୍ଥାପିତ କରନ୍ତି । ପ୍ରତ୍ୟେକ ଜୀବର କର୍ମ ଅନୁଯାୟୀ, ପ୍ରକୃତି ତାଙ୍କ ପାଇଁ ଏକ ଉପଯୁକ୍ତ ଶରୀର ସୃଷ୍ଟି କରେ । ପ୍ରକୃତି ଦ୍ୱିବିଧ, ଯଥା-…

ଅନୁବାଦ କବିତା : ସ୍ବପ୍ନ କ’ଣ କେବଳ ପଳାୟନ?

ମୂଳ ବଂଗଳା: ବିଷ୍ଣୁ ଦେ କାହିଁକି ଭାବୁଛ ବାବୁ ସ୍ବପ୍ନ ଖାଲି ପଳାୟନ? ସ୍ବପ୍ନକୁ କାହିଁକି ଏତେ ମିଛ ଭୟ? ସ୍ଵପ୍ନରେ ତ ଶରୀର ଶାନ୍ତି ପ୍ରାଣର ଆରାମ ମନ ହୁଏ ପୂର୍ଣ୍ଣ । ମାଗିନିଅ ଆହୁରି ଅନେକ ସ୍ବପ୍ନ ଘୋର ଅନ୍ଧକାରେ ଜାଗ୍ରତ ବା ନିବିଡ଼ ନିଦ୍ରାରେ ଜୀବନଟା ହେଉ ସଦା…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୧୦୧)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ତା’ପରେ କ'ଣ ଘଟିଲା, ସେ କଥା ସମ୍ପୂର୍ଣ୍ଣ ଅସ୍ପଷ୍ଟ । କିନ୍ତୁ ପରବର୍ତ୍ତୀ ସମୟରେ ଦେଖାଗଲା ଯେ ବୀରା, ଗୋଟିଏ ହୋଟେଲ ସାମ୍ନାରେ ଠିଆ ହୋଇଥିଲା, ସିଡ଼୍ ତା' ଡାହାଣ ପଟରେ, ଏବଂ ସିଡ଼୍ ଡାହାଣକୁ ରୋହାନ୍ । ସମସ୍ତେ…

ଭାଷା ଭାଗବତ : ସର୍ବୋତ୍ତମ କାମ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ସମୟ ନାହିଁ ଖୁବ୍‌ ବେଶି ଏଣୁ ପଢ଼ା ଜାଗାରେ ବସି ନିଜେ ନେବା କି ଥରେ ଦେଖି କେତେ କାମ ରହିଛି ବାକି? ଚଂଚଳ ନ ସାରିଲେ କାମ କରି ଅଧିକ ପରିଶ୍ରମ ମନରେ ରଖିଥିଲେ ଭାବ କିଏ ବା କିପରି ଜାଣିବ? ଅକ୍ଷର ବାଂଟିଦେବା ପାଇଁ…