ସଂସଦରେ ବର୍ଷିଲେ ପ୍ରଧାନମନ୍ତ୍ରୀ; କହିଲେ, ବିରୋଧୀଙ୍କ ଅନାସ୍ଥା ଆମ ପାଇଁ ସବୁବେଳେ ଶୁଭ ହୋଇଛି
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଣିପୁର ହିଂସାକୁ ନେଇ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଗୁରୁବାର ସଂସଦରେ ରଖିଛନ୍ତି । ଗୁରୁବାର ଅପରାହ୍ନରେ ମୋଦି ବିରୋଧୀଙ୍କ ପ୍ରଶ୍ନର ଉତ୍ତର ରଖି ବର୍ଷିଛନ୍ତି । ଅନସ୍ଥା ପ୍ରସ୍ତାବ ଭଗବାନଙ୍କ ଆଶୀର୍ବାଦ ବୋଲି କହି ବିରୋଧୀଙ୍କୁ କଡା…