ପ୍ରଧାନମନ୍ତ୍ରୀଙ୍କୁ ୪୦ ବିଧାୟକଙ୍କ ଚିଠି: ମଣିପୁରରୁ ଆସାମ ରାଇଫଲ୍ସକୁ ଫେରାଇ ନେବାକୁ ଦାବି
ଇମ୍ଫାଲ: ମଣିପୁରରୁ ଆସାମ ରାଇଫଲ୍ସକୁ ଫେରାଇ ନେବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି। ମୋଦୀଙ୍କୁ ଚିଠି ଲେଖିଲେ ମଣିପୁରର ୪୦ ବିଧାୟକ। ଆସାମ ରାଇଫଲ୍ସକୁ ଫେରାଇ ଅନ୍ୟ କେନ୍ଦ୍ରୀୟ ବଳ ମୁତୟନ କରିବା ପାଇଁ ଏହି ଚିଠି ଜରିଆରେ ଦାବି କରାଯାଇଛି।
କେବଳ ବିଧାୟକ ନୁହେଁ ବରଂ ପୋଲିସ ଡିପାର୍ଟମେଣ୍ଟ…