ପୁଣି ଚର୍ଚ୍ଚାରେ ଶାବାନା ଆଜ୍ମୀ: ଧର୍ମେନ୍ଦ୍ରଙ୍କ ସହ ପୁରୁଣା ଫଟୋ କଲେ ସେୟାର
ମୁମ୍ବାଇ: ନିକଟରେ ରିଲିଜ୍ ହୋଇଛି ଫିଲ୍ମ ‘ରକି ଔର ରାନୀ କି ପ୍ରେମକାହାନୀ’ । ଏହି ଫିଲ୍ମରେ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ଓ ଅଭିନେତ୍ରୀ ଶାବାନା ଆଜମୀ ଏକ ଚୁମ୍ବନ ଦୃଶ୍ୟକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ପ୍ରାୟ ୧୬ବର୍ଷ ପରେ ପରଦାରେ ଧର୍ମେନ୍ଦ୍ରଙ୍କୁ ଏଭଳି ଦୃଶ୍ୟ କରୁଥିବାର ଦେଖିବାକୁ…