ବାସ୍କେଟ ଘର: ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼
ନ୍ୟୁୟର୍କ: ଦି ଗ୍ରେଟ ୱାଲ ଅଫ ଚାଇନା ହେଉ ବା ତାଜମହଲ ପରି ଭାସ୍କର୍ଯ୍ୟ, ଏସବୁ ବିଷୟରେ ନିଶ୍ଚୟ ଆପଣ ଜାଣିଥିବେ । ଶହ ଶହ ବର୍ଷ ପରେ ବି ସ୍ୱତନ୍ତ୍ର ଡ଼ିଜାଇନ୍ରେ ନିର୍ମିତ ଏସବୁ ଭାସ୍କର୍ଯ୍ୟ ବିଶ୍ୱବାସୀଙ୍କ ସଦାସ୍ମରଣୀୟ । ସେହିପରି ବିଶ୍ୱରେ ଏମିତି କିଛି ସୁଦୃଶ୍ୟ ଅଟ୍ଟାଳିକା ମଧ୍ୟ…