ଇନଫୋସିସ୍ ବିପିଏମ୍ ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ନୂତନ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର: ବିଶ୍ୱର ସର୍ବବୃହତ୍ ସୂଚନା ପ୍ରଯୁକ୍ତିବିଦ୍ୟା ସେବା ପ୍ରଦାନକାରୀ ସଂସ୍ଥା ଇନଫୋସିସ୍ର ନୂତନ ବିଜନେସ୍ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର (ବିପିଏମ୍) ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ପଟିଆସ୍ଥିତି ଇନଫୋସିସ ପରିସରରେ ସୂଚନା ଓ…