ଦ୍ୱିତୀୟ ଥର ପାଇଁ ବିବାହ ବନ୍ଧନରେ ବାନ୍ଧି ହେଲେ ଅଙ୍କିତା ଲୋଖଣ୍ଡେ, ଲିପଲକ୍ ଭିଡିଓ ଭାଇରାଲ
ମୁମ୍ବାଇ: ଛୋଟ ପରଦାର ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ସୋସିଆଲ ମିଡିଆରେ ବହୁତ ଆକ୍ଟିଭ୍। ଅଙ୍କିତା ଲୋଖଣ୍ଡେ-ବିକି ଜୈନ ଆଜିକାଲି ସେମାନଙ୍କ ବିବାହକୁ ନେଇ ଖୁବ ଚର୍ଚ୍ଚିତ। ସେ ତାଙ୍କ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ସେୟାର କରିଛନ୍ତି। ଯାହାକୁ ନେଇ ଜୋରଦାର ଆଲୋଚନା ଚାଲିଛି। ଅଙ୍କିତା…