ପଞ୍ଚଲିଙ୍ଗେଶ୍ବର ମନ୍ଦିରର ହେବ ରୂପାନ୍ତର
ଭୁବନେଶ୍ୱର: ବାଲେଶ୍ବରର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ବର ମନ୍ଦିରର ଉନ୍ନତିକରଣ, ପାରିପାର୍ଶ୍ବିକ ବିକାଶ ଓ ସୌନ୍ଦର୍ଯ୍ୟକରଣ କରାଯିବ। ୫-ଟି ଉପକ୍ରମରେ ସମଗ୍ର ପୀଠର ହେବ ରୂପାନ୍ତର। ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୫୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।…