ବଢ଼ୁଛି ହୀରାକୁଦ ଜଳସ୍ତର, ଖୋଲିପାରେ ଆହୁରି ଗେଟ୍
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମପଟୁ ୧୩ ଦକ୍ଷିଣ ପଟୁ ୭ଟି ଗେଟ୍ ଦେଇ ବନ୍ୟାଜଳ ନିସ୍କାସିତ…