Latest Odisha News

BREAKING NEWS

ଦୁଇ ଏନଏଚ ପ୍ରକଳ୍ପର ଉଦ୍‌ଘାଟନ କଲେ ଅମିତ ଶାହ-ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଲୋକସେବା ଭବନରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଆୟାେଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ କାମାକ୍ଷାନଗର-ଡୁବୁରୀ ୪ ଲେନ୍‌ ଏନ୍‌ଏଚ୍‌ର ଲୋକାର୍ପଣ କରି କେନ୍ଦ୍ର ମନ୍ତ୍ରୀ ଶାହ  ଏବଂମୁଖ୍ୟମନ୍ତ୍ରୀ…

୧୬ ମାସରେ ପ୍ରସବ ପାଇଁ ଆସିଥିବା ୮୦ ଗର୍ଭବତୀ HIV ପଜିଟିଭ ଚିହ୍ନଟ: ତଦନ୍ତ ନିର୍ଦ୍ଦେଶ

ମିରଟ: ଉତ୍ତରପ୍ରଦେଶର ମିରଟରେ ଥିବା ଲାଲା ଲଜପତ ରାୟ ହସ୍ପିଟାଲରେ ଗତ ୧୬ମାସରେ ୮୦ରୁ ଅଧିକ ମହିଳା ଏଚଆଇଭିରେ ଆକ୍ରାନ୍ତ ଥିବା ଜଣା ପଡ଼ିଛି । ଯାହା ସାରା ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି । ଗତକାଲି ସ୍ଵାସ୍ଥ୍ୟ ବିଭାଗର ଅଧିକାରିମାନେ ଏହି ସୂଚନା ଦେଇଛନ୍ତି । ବର୍ତ୍ତମାନ ସ୍ଥିତି ଉପରେ…

ଆଜି ଚନ୍ଦ୍ର କକ୍ଷପଥରେ ପ୍ରବେଶ କରିବ ଚନ୍ଦ୍ରଯାନ-୩

ବେଙ୍ଗାଲୁରୁ : ଚନ୍ଦ୍ର କକ୍ଷ ପଥ ମୁହାଁ ଏବେ ଚନ୍ଦ୍ରଯାନ-୩ । ଆଜି ଏହା ଚନ୍ଦ୍ର କକ୍ଷପଥରେ ପ୍ରବେଶ କରିବ । ଏ ନେଇ ଇସ୍ରୋ ପକ୍ଷରୁ ସୂଚନା ମିଳିଛି । ଆଜି ସନ୍ଧ୍ୟା ୭ଟାରେ ଚନ୍ଦ୍ରଯାନ-୩ ଚନ୍ଦ୍ର କକ୍ଷପଥରେ ପ୍ରବେଶ କରିବ  । ଅଗଷ୍ଟ ୨୩ ତାରିଖରେ ଏହା ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ ବୋଲି…

ଭାରତର ସର୍ବାଧିକ ବେତନ ପ୍ରାପ୍ତ ଚାକିରି, ଜାଣନ୍ତୁ ବେତନ ରାଶି ସମ୍ବନ୍ଧରେ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ଆମେ ସମସ୍ତେ ନିଜ ସ୍ୱପ୍ନ ପାଇଁ ସ୍କୁଲ-କଲେଜରୁ କଠିନ ପରିଶ୍ରମ କରୁ । ପରିଶ୍ରମର ଶେଷ ବିନ୍ଦୁ ହେଉଛି କାର୍ଯ୍ୟରେ ସନ୍ତୁଷ୍ଟ, ଦରମା ଦ୍ୱାରା ସଫଳତା ମାପିବା । ତେବେ ଆଜି ଆମେ ଆପଣଙ୍କୁ ଭାରତର ସର୍ବାଧିକ ଦରମା ମିଳୁଥିବା ଚାକିରୀ ବିଷୟରେ କହୁଛୁ । ଯେଉଁ…

ନୁହରେ ହିଂସା ପରେ ପୁଣି ଗର୍ଜିଲା ବୁଲଡୋଜର: ହଟାଗଲା ଜବରଦଖଲ, ଭଙ୍ଗାଗଲା ଦୋକାନ

ନୁହ: ନୁହରେ ହିଂସା ପରେ ପୁଣି ଗର୍ଜିଲା ବୁଲଡୋଜର ।  ହଟାଗଲା ଜବରଦଖଲ, ଭଙ୍ଗାଗଲା ଦୋକାନ । ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ପୁଣି ବୁଲୁଛି ଜବରଦଖଲ ଇଲକାରେ  ବୁଲଡୋଜର । ଶନିବାର ଏଠାରେ ଏସଏଚକେଏମ ସରକାର ମେଡିକାଲ କେଲଜ ନିକଟରେ ଥିବା ବେଆଇନ ଦୋକାନକୁ ଭାଙ୍ଗୁଛି । ଏଥିସହିତ ଜବରଦଖଲ…

ଜାମ୍ମୁକାଶ୍ମୀରରେ ଭୁକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୫.୨

ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ଆଜି ଭୂକମ୍ପ ଅନୁଭୂତ ହୋଇଛି । ସକାଳ ୮.୩୬ ରେ ଭୂକମ୍ପ ଅନୁଭୂତ ହୋଇଥିଲା । ରିକ୍ଚର ସ୍କେଲରେ ଭୂକମ୍ପର ତୀବ୍ରତା ୫.୨ ମ୍ୟାଗ୍ନିଚ୍ୟୁଡ୍ ରେକର୍ଡ ହୋଇଛି । ଭୂକମ୍ପ ଭୂପୃଷ୍ଠରୁ ୧୨୯ କିମି ତଳେ ତଥା ଗୁଲମାର୍ଗରୁ ୧୮୪ କିମି ଦୂରରେ ଅନୁଭୂତ ହୋଇଥିଲା ।…

ମଣିପୁରରେ ୩ ଜଣଙ୍କୁ ହତ୍ୟା ପରେ ପୁଣି ତେଜିଲା ହିଂସା; ସକାଳୁ ସକାଳୁ କ୍ୱାକ୍ଟା ଇଲାକାରେ ଗୁଳି ବିନିମୟ

ଇମ୍ଫାଲା: ୩ ଜଣଙ୍କୁ ହତ୍ୟା ପରେ ମଣିପୁରରେ ପୁଣି ତେଜିଲା ହିଂସା । ଗତ ରାତିରେ ୩ ଜଣଙ୍କୁ ହତ୍ୟା କରିବା ସହ ଅନେକଙ୍କ ଘର ଜାଳି ଦେଇଛନ୍ତି । ଏହି ହିଂସା ପରେ ପରିସ୍ଥିତି ଆହୁରି ଉତ୍ତେଜନାପୂର୍ଣ୍ଣ ହୋଇଯାଇଛି । ଶନିବାର ସକାଳୁ ସକାଳୁ ବିଷ୍ଣୁପୁର କ୍ୱାକ୍ଟା ଇଲାକାରେ ଫୟାରିଂ ହୋଇଛି ।…

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ସେପଟେ ଛତିଶଗଡ଼ ଖୋଲିଦେଲା କଲମା ବ୍ୟାରେଜର ସମସ୍ତ ଗେଟ୍

ସମ୍ବଲପୁର: ଏପଟେ ତଳ ମୁଣ୍ଡରେ ବନ୍ୟା ସ୍ଥିତି ସୁଧୁରୁଥିବା ବେଳେ ସେପଟେ ଉପର ମୁଣ୍ଡରେ ବନ୍ୟାର ଭୟ ଘାରିଲାଣି । ଉପରେ ମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ହୀରାକୁଦର ମୋଟ ୧୨ଟି ଗେଟ୍ ଖୋଲାଯାଇଛି । ପୂର୍ବରୁ ଦୁଇଟି ଗେଟ ଖୋଲା ରହିଥିବା ବେଳେ ଗତକାଲି ୧୦ଟି ଗେଟ…

ମୟୂରଭଞ୍ଜ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ଥିବା ଔଷଧ ଷ୍ଟୋର ରୁମରେ ଗତକାଲି ରାତି ପ୍ରାୟ ୮ଟା ସମୟରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଷ୍ଟୋର ରୁମଟି ବନ୍ଦ ଥିବାବେଳେ ଭିତର ପଟୁ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ପରେ ନିଆଁର ପ୍ରକୋପ…

ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ; ୩ ଯବାନ ସହିଦ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ । ଆତଙ୍କବାଦୀଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ବର୍ତ୍ତମାନ ଆତଙ୍କବାଦୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ଏକ ଜଙ୍ଗଲରେ…