ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ; ୩ ଯବାନ ସହିଦ
ଶ୍ରୀନଗର: ଜମ୍ମୁ ଓ କଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ । ଆତଙ୍କବାଦୀଙ୍କ ଗୁଳିରେ ଶହୀଦ ହେଲେ ୩ ଯବାନ । ବର୍ତ୍ତମାନ ଆତଙ୍କବାଦୀଙ୍କୁ ଧରିବା ଲାଗି ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।
ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ଏକ ଜଙ୍ଗଲରେ…