ବାଘ ସଫାରୀରେ ଖସି ପଡିଲା ପର୍ଯ୍ୟଟକ ବସ: ଅଳ୍ପକେ ବର୍ତିଲେ ଯାତ୍ରୀ
ଭୁବନେଶ୍ୱର: ନନ୍ଦନକାନନରେ ଘଟିଛି ଏକ ବଡ ଅଘଟଣ। ମୁଖ୍ୟ ରାସ୍ତାରୁ ଖସି ବାଘ ସଫାରୀରେ ପଡିଲା ବସ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ପାଖାପାଖି ୩୦ ଜଣ ପର୍ଯ୍ଯଟକ। ଅଧଘଣ୍ଟା ପରେ ହେଲେ ଉଦ୍ଧାର।
ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତକାଲି ଅପରାହ୍ନରେ ବାଘ…