ଶ୍ରମିକ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହେବେ ଡେଲିଭରି ବୟଙ୍କ ସହ ୫୦ ବର୍ଗ; ମିଳିବ ଏସବୁ ସହାୟତା
ଭୁବନେଶ୍ୱର:ଶ୍ରମିକ ଶ୍ରେଣୀରେ ସାମିଲ ହେଲେ କୁମ୍ଭାର, କମାର, ବୁଣାକାର, ଲୋକକଳା କଳାକାର, ଚିତ୍ରଶିଳ୍ପୀ, ଫଟୋଗ୍ରାଫର, ଭିଡଓଗ୍ରାଫର,ଡେଲିଭରି ବୟଙ୍କ ପରି ୫୦ ବର୍ଗ । ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ଏମାନଙ୍କୁ ସରକାର ଯୋଗାଇ ଦେବେ ସହାୟତା । ଶ୍ରମିକ ତଥା…