ଏହି ଜିଲ୍ଲାରେ ପ୍ରବଳ ବର୍ଷା: ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି ଛୁଟି ଘୋଷଣା
ଭୁବନେଶ୍ଵର: ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ…