Latest Odisha News

BREAKING NEWS

ସୁନ୍ଦରତା ପାଇଁ ପୋଦିନା : ତ୍ଵଚାରେ ଆଣେ ଚମକ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପୋଦିନା ପତ୍ରକୁ ଆମେ ସମସ୍ତେ ଖାଇବା ପାଇଁ ବ୍ୟବହାର କରିଥାଉ। ଖାଦ୍ୟର ଲୁକ ଓ ଟେଷ୍ଟ ବଢାଇବା ପାଇଁ ପୋଦିନା ପତ୍ରକୁ ବ୍ୟବହାର କରାଯାଇଥାଏ । ପୋଦିନାରେ ଭରି ରହିଛି ଅନେକ ଔଷଧୀୟ ଗୁଣ । ଏହା ସ୍ୱାସ୍ଥ୍ୟ ଓ ସୁନ୍ଦରତା ପାଇଁ ବହୁତ ଲାଭଦାୟକ ଅଟେ । ପୋଦିନା ବ୍ୟବହାର…

ଗ୍ରାହକଙ୍କୁ ଆଶ୍ୱସ୍ତି, କମିଲା ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ: ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି। ଅଗଷ୍ଟ ଆରମ୍ଭରୁ ଖସିଲା ଏଲପିଜି ସିଲିଣ୍ଡର ଦାମ୍। କମର୍ସିଆଲ ଏଲପିଜି ସିଲିଣ୍ଡର ମୂଲ୍ୟରେ ୧୦୦ ଟଙ୍କା ହ୍ରାସ ପାଇଛି। ଏହି ପରିବର୍ତ୍ତନ ଯୋଗୁଁ ଦେଶର ରାଜଧାନୀ ନୂଆଦିଲ୍ଲୀରେ ଏଲପିଜି ସିଲିଣ୍ଡରର ମୂଲ୍ୟ ଏବେ ୧୬୮୦ ଟଙ୍କାକୁ କମିଛି।…

ଧର୍ମୀୟ ସଂଗଠନର ଶୋଭାଯାତ୍ରା ବେଳେ ହରିୟାଣାରେ ହିଂସା; ୨ ପୋଲିସ ସମେତ ୩ ମୃତ

ଚଣ୍ଡିଗଡ଼: ହରିୟାଣାରେ ହିଂସାକାଣ୍ଡ। ନୁହ ଜିଲ୍ଲାରେ ଧର୍ମୀୟ ସଂଗଠନର ଶୋଭାଯାତ୍ରା ବେଳେ ହିଂସା। ଏହି ହିଂସାକାଣ୍ଡରେ ୨ ହୋମଗାର୍ଡଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୫ଜଣ ଆହତ ହୋଇଥିବା ସୂଚନା ରହିଛି। କୁହାଯାଉଛି ଧର୍ମୀୟ ଶୋଭାଯାତ୍ରାକୁ…

ହାଇୱେ ନିର୍ମାଣ ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା କ୍ରେନ୍‌, ୧୬ ମୃତ

ମୁମ୍ବାଇ: ମହାରାଷ୍ଟ୍ରରେ ବଡ଼ ଧରଣର ଦୁର୍ଘଟଣା। ଥାନେ ଜିଲ୍ଲାର ସାହାପୁରରେ ଜାତୀୟ ରାଜପଥ କାମ ଚାଲିଥିବା ବେଳେ ଶ୍ରମିକଙ୍କ ଉପରେ ଖସି ପଡ଼ିଲା କ୍ରେନ୍‌। ଘଟଣାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ସମୃଦ୍ଧି ଏକ୍ସପ୍ରେସ ହାଇୱେ ନିର୍ମାଣ ବେଳେ ଏହି ଅଘଟଣ ଘଟିଛି।…

ଦୀର୍ଘ ତିନି ମାସର ବ୍ୟବଧାନ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜିଠୁ ଖୋଲିବ ଭିତରକନିକା । ଦୀର୍ଘ ୩ମାସ ଧରି ବନ୍ଦ ରହିବା ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ । ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ପାଇଁ ଭିତରକନିକା ବନ୍ଦ କରାଯାଇଥିଲା। ତେବେ ଆଜିଠାରୁ ଭିତରକନିକା ଯାଇପାରିବେ ପର୍ଯ୍ୟଟକ । ସୂଚନା…

ବଦଳିଲା ଯୁକ୍ତ ଦୁଇ ବିଜ୍ଞାନର ପାଠ୍ୟକ୍ରମ ଓ ପରୀକ୍ଷା ପ୍ରଣାଳୀ

ଭୁବନେଶ୍ୱର: ବଦଳିଲା ଯୁକ୍ତ ଦୁଇ ବିଜ୍ଞାନର ପାଠ୍ୟକ୍ରମ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇରେ ବ୍ୟାପକ ସଂସ୍କାର ଅଣାଯାଉଛି। ଏଣିକି ୨୦୨୩-୨୪ ଶିକ୍ଷାବର୍ଷରୁ ସିବିଏସ୍‌ଇ ଢାଞ୍ଚାରେ +୨ ବିଜ୍ଞାନ ପାଠ୍ୟକ୍ରମକୁ ପରିବର୍ତ୍ତନ କରାଯାଇଛି। ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ପଦାର୍ଥ…

ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍

ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ…

‘ନିର୍ବାଚନ ପୂର୍ବରୁ ଶାସକ ଦଳ କ୍ରୀଡାର ବିକାଶ କରି ଯୁବ ଭୋଟରଙ୍କୁ ପ୍ରଲୋଭିତ କରୁଛି’

ଭୁବନେଶ୍ୱର: ପ୍ରତି ପଞ୍ଚାୟତକୁ ଅଢେଇ ଲକ୍ଷ ଟଙ୍କା ଲେଖାଏଁ କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବାରୁ ବିଜେପି ସମେତ ଅନ୍ୟତମ ବିରୋଧୀ ଦଳ କଂଗ୍ରେସ ଅସନ୍ତୋଷ ପ୍ରକାଶ କରିଛି। ବିଜୁ ଜନତା ଦଳ (ବିଜେଡି) ନେତୃତ୍ୱାଧୀନ ରାଜ୍ୟ ସରକାର ଏହା ଯୁବକଙ୍କ ବିକାଶ ପାଇଁ ବୋଲି କହୁଥିବା…

ଟିଭିରେ ଘର ପାଚେରି କାନ୍ଥ ନିର୍ମାଣ

ଭିଏତନାମ: ଘର ପାଚେରି ଇଟା ଏବଂ ପଥରରେ ତିଆରି କରାଯାଇଥିବା ଦେଖିଥିବେ । କିନ୍ତୁ ଭିଏତନାମ ଦ୍ୱୀପରେ ହନ୍ ଥମ୍ ନାମକ ଏକ ଘର ଅଛି, ଯାହାର ପାଚେରି ସେହି ବାଟ ଦେଇ ଯାଉଥିବା ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥାଏ । ଆପଣ ଭାବୁଥିବେ ଯେ, ବୋଧହୁଏ କାନ୍ଥଗୁଡ଼ିକରେ କିଛି ଅଜବ ଚିତ୍ରକଳା ଥାଇପାରେ ।…