ଆଜି ଲୋକସଭାରେ ଆଗତ ହେବ ଦିଲ୍ଲୀ ଅଧ୍ୟାଦେଶ ବିଲ୍
ନୂଆଦିଲ୍ଲୀ: ଦିଲ୍ଲୀ ଅଧ୍ୟାଦେଶ ପ୍ରସଙ୍ଗରେ ଦିଲ୍ଲୀ ସରକାର ଏବଂ କେନ୍ଦ୍ର ସରକାରଙ୍କ ବିବାଦ ଲାଗି ରହିଛି। ଦିଲ୍ଲୀରେ ସରକାରୀ ଅଧିକାରୀଙ୍କ ନିଯୁକ୍ତି ଓ ବଦଳି ସଂକ୍ରାନ୍ତ ଅଧ୍ୟାଦେଶକୁ ନେଇ ଆଜି ଲୋକସଭାରେ ଏକ ବିଲ୍ ଆଗତ କରାଯିବ। ପୂର୍ବରୁ ମୋଦୀ କ୍ୟାବିନେଟ୍ ଏହି ବିଲ୍କୁ ଅନୁମୋଦନ…