ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଉତ୍ତେଜନା: OSSC ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ
ଭଦ୍ରକ: ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ OSSC ପରୀକ୍ଷା ବେଳେ ଉତ୍ତେଜନା। ଅର୍ବାନ୍ ଲୋକଲ ବଡ଼ି ବା ULB ଆକାଉଣ୍ଟ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ପରୀକ୍ଷାର୍ଥୀମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ମହାବିଦ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ପରୀକ୍ଷାର୍ଥୀ ।…