ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି, ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
ଟାଙ୍ଗୀ: ପ୍ରସିଦ୍ଧ ତନ୍ତ୍ର ପୀଠ ମା’ ଉଗ୍ରତାରାଙ୍କ ମନ୍ଦିରରୁ ଚୋରି । ଗତକାଲି ରାତିରେ ଦୁର୍ବୃତ୍ତମାନେ ମନ୍ଦିରରେ ପଶି ମା’ଙ୍କର ବିଭିନ୍ନ ସୁନା ରୂପା ଅଳଙ୍କାର ଲୁଟି ନେଇଛନ୍ତି । ଘଟଣା ସ୍ଥଳରେ ଟାଙ୍ଗି ପୋଲିସ ପହଞ୍ଚି ତଦନ୍ତ କରୁଛି।
ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ରୋଯ ଘରର…