ତେଲେଙ୍ଗାନାରେ ବର୍ଷା ବିତ୍ପାତ: ୧୮ ମୃତ, ୧୨ ନିଖୋଜ
ହାଇଦ୍ରାବାଦ: ତେଲେଙ୍ଗାନାରେ ଏବେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜିଛି। କିଛି ସ୍ଥାନରେ ପରିସ୍ଥିତି ଏମିତି ହୋଇଛି ଯେ ସେନା ହେଲିକପ୍ଟର ଏବଂ ଏନ୍ଡିଆରଏଫ୍ ଦ୍ଵାରା ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି। ତେଲେଙ୍ଗାନାର ଜୟଶଙ୍କର ଭୁପାଲପାଲ୍ଲି ଜିଲ୍ଲା ଅଧୀନସ୍ଥ…