ଓଏସଏସସି ପ୍ରଶ୍ନପତ୍ର ଲିକର ଗୁମର ଖୋଲିଲା ମାଷ୍ଟରମାଇଣ୍ଡ: ଯାଞ୍ଚ ବେଳେ ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ
ଭୁବନେଶ୍ୱର:ଓଏସଏସସି ଜେଇ ସିଭିଲ ମେନ ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଛନ୍ତି ମାଷ୍ଟରମାଇଣ୍ଡ ବିଶାଲ କୁମାର ଚୌରାସିଆ । ସାମ୍ନାକୁ ଆସିଛି ବିଶାଲଙ୍କ କଳାକାରନାମା । ପ୍ରଥମ ଥର ପାଇଁ ଏପରି କାମ କରିନାହାନ୍ତି ବିଶାଲ । ଏହା ପୂର୍ବରୁ ମଧ୍ୟ ଏପରି ପ୍ରଶ୍ନପତ୍ର ଲିକ କରିଛନ୍ତି…