ଆଜିଠୁ ମାଓବାଦୀଙ୍କ ସହିଦ ସପ୍ତାହ ପାଳନ, ବିଭିନ୍ନ ଜିଲ୍ଲାରେ ସୁରକ୍ଷା କଡାକଡି
ମାଲକାନଗିରି; ଆଜିଠାରୁ ମାଓବାଦୀଙ୍କ ସହିଦ ସପ୍ତାହ ଆରମ୍ଭ ହୋଇଛି। ଆଜିଠୁ ଅଗଷ୍ଟ ୩ ତାରିଖ ଯାଏଁ ସହିଦ ସପ୍ତାହ ପାଳିବେ ମାଓବାଦୀ। ଏନେଇ ନିୟମଗିରି ଅଞ୍ଚଳରେ ପୋଷ୍ଟର, ବ୍ୟାନର ଲଗାଇବା ସହିତ ପ୍ରେସ ବିଜ୍ଞପ୍ତି ଜାରି କରିଛି ଲାଲବାହିନୀ। ସହିଦ ସପ୍ତାହକୁ ଅଧିକରୁ ଅଧିକ ପାଳନ କରିବାକୁ…