ସୋଆକୁ ଶ୍ରେଷ୍ଠ ଘରୋଇ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ
ଭୁବନେଶ୍ୱର: ଉଚ୍ଚଶିକ୍ଷା କ୍ଷେତ୍ରରେ ପ୍ରଭାବୀ ନେତୃତ୍ୱ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ସମ୍ମାନିତ କରାଯାଇଛି । ଲିଙ୍କ୍ଡ ଇନ୍ ପକ୍ଷରୁ ଆୟୋଜିତ ତଥା ଅବ୍ଜରଭ୍ ନାଓ ମେଡିଆ ନେଟୱର୍କ ଓ ତେଲେଙ୍ଗାନା ସରକାରଙ୍କ…