ସତ୍ୟକାହାଣୀ ଉପରେ ଆଧାରିତ ‘ଅଜମେର ୯୨’ର ଟ୍ରେଲର ରିଲିଜ
ମୁମ୍ବାଇ: ଚଳଚ୍ଚିତ୍ର ନିର୍ଦ୍ଦେଶକ ସୁଦୀପ୍ତୋ ସେନଙ୍କ ନିର୍ଦ୍ଦେଶିତ ଫିଲ୍ମ 'ଦ କେରଳ ଷ୍ଟୋରୀ' ରିଲିଜ୍ ହେବାର ପ୍ରଥମ ଦିନରୁ ହିଁ ବିବାଦ ଭିତରକୁ ଆସିଥିଲା। ଏହି ଚଳଚ୍ଚିତ୍ରକୁ ନେଇ ସାରା ଦେଶରେ ଅନେକ ଅସନ୍ତୋଷ ଦେଖାଦେଇଥିଲା, ତଥାପି ଫିଲ୍ମର ବକ୍ସ ଅଫିସ ରୋଜଗାର ସମସ୍ତଙ୍କ ହୋସ୍ ଉଡାଇ…