ସମ ହସ୍ପିଟାଲ୍ରେ ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍ ଉଦ୍ଘାଟିତ
ଭୁବନେଶ୍ୱର: ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲର ମାନସିକ ରୋଗ ବିଭାଗରେ ବୁଧବାର ଏକ ‘ନ୍ୟୁରୋମୋଡ୍ୟୁଲେସନ୍ ଲ୍ୟାବ୍’ ଉଦ୍ଘାଟିତ ହୋଇଯାଇଛି ।
ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର, ଆଇଏମ୍ଏସ୍ ଆଣ୍ଡ ସମ୍…