Latest Odisha News

BREAKING NEWS

ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି, ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା। ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ। ପରେ ଏହା ଲଘୁଚାପର ରୂପ ନେଇପାରେ। ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବିସ୍ତୃତ ବର୍ଷା ହେବ।…

ଅସହ୍ୟ ହେଲା ପାରିବାରିକ କଳହ: ଶିଶୁ ପୁତ୍ର ସହ କୂଅକୁ ଡେଇଁପଡ଼ିଲା ମା’

କଟକ: ଅସହ୍ୟ ହେଲା ପାରିବାରିକ କଳହ । ଏପଟେ ଜୀବନ ବୋଝ ସେପଟେ ସନ୍ତାନର ମୋହ । ତା ଭିତରେ ପେଶି ହୋଇ ନେଲେ ଚରମ ନିଷ୍ପତ୍ତି । ୯ ମାସର ଶିଶୁ ପୁତ୍ରକୁ ଧରି କୂଅକୁ ଡେଇଁପଡିଲା ମା’ । ହେଲେ ଭାଗ୍ୟର ବିଡମ୍ବନା ! ସେ ଦୁଃଖଠାରୁ ଏ ଦୁଃଖ ଆହୁରି ବଳି ପଡିଲା । ଏମିତି ଦୁଃଖଦଘଟଣା ଘଟିଛି କଟକ…

ଗଞ୍ଜାମ ଏସପିଙ୍କ ମାନବିକତା, ଦୁର୍ଘଟଣା ପୀଡିତଙ୍କୁ ଉଦ୍ଧାର କରି ନେଲେ ହସ୍ପିଟାଲ

ଗଞ୍ଜାମ: ମାନବିକତା ଦେଖାଇଲେ ଗଞ୍ଜାମ ଜିଲ୍ଲା ଏସପି ଜଗମୋହନ ମୀନା। ଦୁର୍ଘଟଣାଗ୍ରସ୍ତ ପୀଡିତଙ୍କୁ ଉଦ୍ଧାର କରି ନିଜ ଗାଡିରେ ନେଇ ଡାକ୍ତରଖାନାରେ କଲେ ଭର୍ତ୍ତି। ସରକାରୀ କାର୍ଯ୍ୟରେ ଭଞ୍ଜାନଗରରୁ ଆସିକା ଯାଉଥିବାବେଳେ ରାସ୍ତାରେ ଜଣେ ଯୁବକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିଲେ। ଏସପି ଏହା…

ପୋର୍ଟ ବ୍ଲେୟାର ବିମାନବନ୍ଦରର ନୂତନ ଟର୍ମିନାଲ ବିଲ୍ଡିଂର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୀର ସାବରକର ଅନ୍ତର୍ଜାତୀୟ ବିମାନବନ୍ଦର, ପୋର୍ଟ ବ୍ଲେୟାରର ନୂତନ ଇଣ୍ଟିଗ୍ରେଟେଡ ଟର୍ମିନାଲ ବିଲ୍ଡିଂର ଉଦଘାଟନ କରିବେ। ପ୍ରାୟ ୭୧୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବ ଏହି ନୂତନ ଇଣ୍ଟିଗ୍ରେଟେଡ ଟର୍ମିନାଲ…

ଚୀନ ବିଦେଶ ମନ୍ତ୍ରୀ ନିଖୋଜ; ଗତମାସରେ ଶେଷ ଥର ପାଇଁ ଦେଖିବାକୁ ମିଳିଥିଲେ

ବେଜିଂ: କୁଆଡେ ଗଲେ ଚୀନ ବିଦେଶ ମନ୍ତ୍ରୀ ? ଗତ ମାସ ୨୫ ତାରିଖରୁ କେଉଁଠି ଦେଖିବାକୁ ମିଳୁ ନାହାନ୍ତି ଚୀନ ବିଦେଶ ମନ୍ତ୍ରୀ କିନ ଗାଙ୍ଗ । ନିଖୋଜ ହୋଇ ଯାଇଛନ୍ତି କି ଚୀନ ବିଦେଶ ମନ୍ତ୍ରୀ ? କାରଣ ଚଳିତ ମାସ ୧୩ ଓ ୧୪ ତାରିଖରେ ଜାକର୍ତ୍ତାଠାରେ ହେବାକୁ ଥିବା ବିଦେଶ ମନ୍ତ୍ରୀଙ୍କ ବୈଠକରେ…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୭୯)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ବୀରା ହସିବାକୁ ଚେଷ୍ଟା କଲା । ତା' ହସଟି ଜୋର ଜବରଦସ୍ତ ହସୁଥିବା ପରି ମଧ୍ୟ ଜଣାପଡ଼ୁଥିଲା । “ସୌଭାଗ୍ୟ ତ ମୋ'ର ସାର୍ । ଅନେକ କୃତଜ୍ଞ ଆପଣଙ୍କ ପାଖରେ । ମତେ ସାଙ୍ଗରେ ଦିଲ୍ଲୀ ନେଇଯିବା ପାଇଁ ଆପଣ ରାଜି…

NH-୧୬ରେ ଭୁଶୁଡ଼ିଲା ବ୍ରିଜ୍, ଯାତାୟାତ ବଧାପ୍ରାପ୍ତ

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ନିକଟ NH-୧୬ରେ ଥିବା ବ୍ରିଜ୍‌ ଭୁଶୁଡ଼ି ପଡ଼ିଛି। ବ୍ରିଜ୍‌ ଭୁଶୁଡିବା ଯୋଗୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି। ସୂଚନା ଅନୁଯାୟୀ, ଆଜି ସକାଳୁ ସକାଳୁ ବ୍ରିଜ୍‌ ଭୁଶୁଡ଼ି ପଡ଼ିଥିବା…

କବିତା : ପ୍ରତୀକ୍ଷା

ପଞ୍ଚାନନ ମିଶ୍ର ମୁଁ ବସି ରହିଥିବି ଏଠି ଏଇ ନଈକୂଳେ ଚାହିଁ ରହିଥିବି ତମ ଫେରିବା ରାସ୍ତାକୁ ନଈ ସେପାରିରୁ । କିଛି ମୂହୁର୍ତ୍ତ ପରେ ଅବଶ୍ୟ ଦିଶିବ ନୌକାଟିଏ ସେ ନୌକାରେ ଜଣେ ଅନିନ୍ଦ୍ୟସୁନ୍ଦରୀ ତୁମ ପରି ଆସୁଥିବ ନୌକା ବାହି ଧୀରେ ଧୀରେ ହାତରେ ଥିବ ଆହୁଲା କାଟି କାଟି ଜଳର…

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକ

ନୂଆଦିଲ୍ଲୀ: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଓମାନ ଚାଣ୍ଡିଙ୍କର ଆଜି ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ହୋଇଥିଲା । କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ ବିଷୟରେ ତାଙ୍କର ପୁଅ ଚାଣ୍ଡି ଓମନ ଫେସବୁକ ପୋଷ୍ଟ ଜରିଆରେ ସୂଚନା ଦେଇଛନ୍ତି ।…

ଭାଷା ଭାଗବତ : ମୁଖ୍ଯ ଅସୁବିଧା

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ମତକୁ ନ ଦେଇ ଗୁରୁତ୍ବ ଆମେ ରହିଲେ କର୍ମରତ ହେବା ସମାଧାନର ଅଂଶ ସ୍ବଭାଷା କରିବାନି ଧ୍ବଂସ କେହି ବି ନାହାଂତି ବଇରି ତେବେ ବି ମିଛେ ଡରି ଡରି ପାଳୁଛୁଁ ମନେ କୁଂଠା, ଦ୍ବିଧା ତାହା ହିଁ ମୁଖ୍ଯ ଅସୁବିଧା ଯାହା ଶୁଣଂତି,…