Latest Odisha News

BREAKING NEWS

ମିଳିଲା ନିଖୋଜ ଛାତ୍ର ଯୋଗେଶଙ୍କ ସନ୍ଧାନ, ୯ ଦିନ ପରେ ପୁରୀରୁ ହେଲେ ଉଦ୍ଧାର

ଭୁବନେଶ୍ୱର: ରାଜଧାନୀ ମୈତ୍ରୀ ବିହାରରୁ ୧୬ ବର୍ଷର ପିଲା ନିଖୋଜ ଘଟଣା। ମିଳିଲା ନିଖୋଜ ଛାତ୍ର ଯୋଗେଶ ବାଲାଜୀ ଲିଙ୍ଗାଡ଼ିଙ୍କ ସନ୍ଧାନ। କମିଶନରେଟ ପୋଲିସର ସ୍ୱତନ୍ତ୍ର ଅପରେସନ ଦ୍ୱାରା ପୁରୀ ଜିଲ୍ଲା ଜେନାପୁର ଅଞ୍ଚଳରୁ ଦଶମ ଶ୍ରେଣୀ ଛାତ୍ର ଯୋଗେଶଙ୍କୁ ଉଦ୍ଧାର କଲା ମୈତ୍ରୀ ବିହାର ପୋଲିସ।…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ବାଘ, ଘଡିଆଳ ଦେଇ ଆଣିବେ ଗିବନ ଓ ଚିତାବିରାଡ଼ି

ଭୁବନେଶ୍ୱର: ନନ୍ଦନକାନନକୁ ଆସିବେ ନୂଆ ଅତିଥି । ଆସିବେ ଗିବନ ଓ ଚିତାବିରାଡି । ବାଘ ଓ ଘଡିଆଳ ବଦଳରେ ଆସିବେ ଏହି ଗିବନ ଓ ଚିତାବିରାଡି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦନକାନନ ପ୍ରାଣୀ ଉଦ୍ୟାମ ୨ଟି ହୁଲକ ଗିବନ ଓ ଦୁଇଟି ଚିତାବିରାଡି ଆଣିବ । ଅରୁଣାଚଳ ପ୍ରଦେଶ ରାଜଧାନୀ ଇଟାନଗର…

୪ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ

ମାଲକାନଗିରି: ୪ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ମାଲକାନଗିରି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଏନେଇ ଗତ ମାସ ମାଲକାନଗିରି ଜିଲ୍ଲାପାଳଙ୍କୁ ଅବଗତ କରିଥିଲେ କଂଗ୍ରେସ କର୍ମୀ। ଜୁଲାଇ ୧୦ ତାରିଖ ସୁଦ୍ଧା ଦାବି ପୂରଣ ନହେଲେ ୧୪ ତାରିଖ ଦିନ ମାଲକାନଗିରି ଜିଲ୍ଲା ବନ୍ଦ ଡାକରା…

ଏହି ଦିଗକୁ ମୁହଁ କରି କରନ୍ତୁ ଭୋଜନ, ମିଳିବ ଶୁଭ ଫଳ…

ଓଡ଼ିଶା ସମ୍ବାଦ ବ୍ୟୁରୋ: ବାସ୍ତୁ ଶାସ୍ତ୍ରରେ ଦିଗର ଖୁବ ମହତ୍ତ୍ୱ ରହିଛି। କୁହାଯାଏ ଯେ ଯଦି ଗୋଟିଏ ଘରେ ବାସ୍ତୁ ଦୋଷ ରହିଥାଏ ତେବେ ସେହି ଘରର କଦାପି ଉନ୍ନତି ହୋଇ ନଥାଏ । ତେଣୁ ଯେବେବି ଘର ତିଆରି ହେଉଛି କିମ୍ବା କୌଣସି କାର୍ଯ୍ୟ କରୁଛନ୍ତି ତେବେ ବାସ୍ତୁ ଅନୁସାରେ କରିବା ନିହାତି ଆବଶ୍ୟକ…

ନିର୍ବାଚନ ପୂର୍ବରୁ ନିଜର କ୍ଷମତା ହସ୍ତାନ୍ତର କରିବେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଖୁବ୍ ଶୀଘ୍ର ପାକିସ୍ତାନ ଶାସନରେ ଅନେକ ପରିବର୍ତ୍ତନ ହେବାକୁ ଯାଉଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ନିଜର କାର୍ଯ୍ୟଭାର ଅନ୍ୟ ସଦସ୍ୟଙ୍କୁ ଦେବାକୁ ଯାଉଛନ୍ତି ବୋଲି ସେ କହିଛନ୍ତି। ଶେହବାଜ ସରିଫଙ୍କ ଏହି…

ଦକ୍ଷତା ବିକାଶର କୌଶଳ

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ କେବଳ ଦକ୍ଷତା ବିକାଶ ଉପରେ ନୁହେଁ ବରଂ ଦକ୍ଷତା ଭିତ୍ତିକ ନିଯୁକ୍ତି ସୁଯୋଗ ଉପରେ ମଧ୍ୟ ଭାରତକୁ ଗୁରୁତ୍ୱ ଦେବାକୁ ପଡିବ । ଯାହା ଫଳରେ ଶିଳ୍ପଗୁଡିକର ଆବଶ୍ୟକତା ଅନୁଯାୟୀ ଦକ୍ଷତା ବିକାଶ ଶିକ୍ଷିତ ବେକାରୀ ସଙ୍କଟରୁ ମୁକ୍ତି ପାଇପାରିବ । ପ୍ରକୃତ କଥା…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୭୫)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ୟା’ ପରେ କ'ଣ ହେଲା, ବୀରା କିଛି ବି ମନେ ପକେଇ ପାରେନା । କେବଳ ଏତିକି ସେ ଅନୁଭବ କରିଥିଲା ଯେ ତା' ଚାରିପାଖର ପୃଥିବୀ ହଠାତ୍ ଘୂରିବାକୁ ଆରମ୍ଭ କରିଥିଲା । ତା'ର ସମଗ୍ର ଦେହ ଅବଶ ହୋଇଯାଉଥିଲା, ସେ ଆଉ ଅଧିକ…

ଫ୍ରାନ୍ସର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

ପ୍ୟାରିସ: ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କରିଛନ୍ତି। ମାକ୍ରନ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ 'ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦ ଲେଜିଅନ୍ ଅଫ୍ ଅନର୍' ସମ୍ମାନ ପ୍ରଦାନ କରିଛନ୍ତି। ଏହି ସମ୍ମାନ…

ରୋଗକୁ ନିୟନ୍ତ୍ରଣ ରଖେ କଳା ଟମାଟୋ: ଜାଣନ୍ତୁ ଏହାର ଫାଇଦା

ଖାଦ୍ୟରେ ଟମାଟୋର ବିଶେଷ ମହତ୍ତ୍ୱ ରହିଥାଏ। ଟମାଟୋ ଖାଇବାର ସ୍ୱାଦ ବଢାଇଥାଏ। ତେଣୁ ଏହାକୁ ପ୍ରତି ଖାଦ୍ୟରେ ସ୍ୱାଦିଷ୍ଟ କରିବା ପାଇଁ ପକାଯାଏ। ଏହାଛଡା ଏହାକୁ ତ୍ୱଚା ସମ୍ବନ୍ଧୀୟ ସମସ୍ୟା ଦୂର କରିବା ପାଇଁ ବ୍ୟବହାର କରାଯାଏ। ତେବେ ଆପଣ ନାଲି କିମ୍ବା ହଳଦିଆ ରଙ୍ଗର ଟମାଟୋ ଦେଖିଥିବେ।…

କବିତା: ଅଦୃଶ୍ୟ ପ୍ରାଚୀର

ସଞ୍ଜିତା ପ୍ରଧାନ  ବିକଶିତ ପଥକୁ ଅବରୋଧ କରି କୁଟିଳ ଅଟ୍ଟହାସ୍ୟ ହସି ଦେଖ ସେ ଆଗେଇ ଯାଉଛି , ବିଶୃଙ୍ଖଳାର ଡିଣ୍ଡିମ ପିଟି ବାଧା ସୃଷ୍ଟି କରି ଚାଲିଛି , ସେ ଅପ୍ରତିମ , ଅପ୍ରତିଦ୍ବନ୍ଦୀ ସେ ବିଶ୍ଵରୂପୀ , ନିରାକାର ଅଦୃଶ୍ୟ ପ୍ରାଚୀର । କେତେବେଳ ଅନ୍ଧବିଶ୍ୱାସର ଦ୍ୱାହିଦେଇ ,…