Latest Odisha News

BREAKING NEWS

ମାଡାମଙ୍କ ମାଡରେ ଷଷ୍ଠ ଶ୍ରେଣୀ ଛାତ୍ର ଗୁରୁତର

କାମାକ୍ଷାନଗର: ସରକାରରେ ମାଡ ହୋଇପାରିବ ନାହିଁ। ଛାତ୍ରଛାତ୍ରୀ କିଭଳି ଦଣ୍ଡମୁକ୍ତ ଅଞ୍ଚଳରେ ସୁରୁଖୁରରେ ପାଠ ପଢ଼ିବେ ସେ ନେଇ ଅନେକ ବ୍ୟବସ୍ଥା କରିଛନ୍ତି ଏହାରି ଭିତରେ କିନ୍ତୁ ଏକ ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜଣେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ବୁଧବାର ଜଣେ ଶିକ୍ଷୟତ୍ରୀ ଛାତିରେ ବିଧା…

ବିଜେଡି ସରକାର ପ୍ରଶାସନିକ ମାଫିଆ କବଜାରେ, ଏପରି କହି କାହାକୁ ଟାର୍ଗେଟ କଲା ବିଜେପି?

ଭୁବନେଶ୍ୱର: ଓଡିଶାର ବିଜୁ ଜନତା ଦଳ ସରକାର ଏକ ପ୍ରଶାସନିକ ମାଫିଆଙ୍କ କବଜରେ ରହିଛି। ବିଜେପି ବୁଧବାର ଏଭଳି ଏକ ଅଭିଯୋଗ କରିଛି। ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ, ଓଡ଼ିଶା ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା ଦାବି କରିଛନ୍ତି ଯେ ନବୀନ ପଟ୍ଟନାୟକଙ୍କ ସରକାର ଗତ ୨୩ ବର୍ଷ ମଧ୍ୟରେ…

କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେଲା ଏସିଆନ ଗେମ୍ସ ପାଇଁ ଜିମ୍ନାଷ୍ଟ ଚୟନ ଶିବିର

ଭୁବନେଶ୍ୱର: ଏସିଆନ ଗେମ୍ସ ୨୦୨୩ ପାଇଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମର ଜିମ୍ନାଷ୍ଟିକ୍ସ ସେଂଟରରେ ଆର୍ଟିଟିକ୍ସ ଜିମ୍ନାଷ୍ଟିକ୍ସ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ଜିମ୍ନାଷ୍ଟିକ୍ସ ଫେଡେରେଶନ, ଓଡିଶା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ମିଳିତ ସହଯୋଗରେ ଏହା ଆୟୋଜିତ ହୋଇଥିଲା ।…

ମନ୍ଦିର ବାହାରୁ ଚୋରି ହୋଇଗଲା ଚପଲ: ଥାନାରେ ମାମଲା , ପୋଲିସର ତନାଘନା ଆରମ୍ଭ

କାନପୁର: ମନ୍ଦିର ବାହାରେ ଚପଲ ଚୋରି ହେବା କିଛି ନୁଆଁ କଥା ନୁହେଁ । କିନ୍ତୁ ଏହି ଘଟଣାକୁ ନେଇ ଥାନାରେ ମାମଲା ରୁଜୁ ହେବା ଓ ମାମଲାକୁ ଗୁରୁତର ସହନେଇ ପୋଲିସ ଛାନ୍‌ବିନ୍ କରିବା ସବୁଠୁ ବଡ଼ କଥା । କାନପୁରରେ ଜଣେ ବ୍ୟକ୍ତିଙ୍କ ମନ୍ଦିର ବାହାରେ ରଖିଥିବା ଚପଲ ଚୋରି ହୋଇଯିବାରୁ ସେ ଥାନାରେ…

ଓସ୍କାର ଲାଇବ୍ରେରୀରେ ସ୍ଥାନ ପାଇଲା ନନ୍ଦିତା ଦାସଙ୍କ ‘ଜ୍ୱିଗାଟୋ’

ମୁମ୍ବାଇ: ଓସ୍କାର ଲାଇବ୍ରେରୀରେ ସ୍ଥାନ ପାଇଲା କମେଡି କିଙ୍ଗ୍ କପିଲ ଶର୍ମାଙ୍କ ଫିଲ୍ମ ଜ୍ୱିଗାଟୋ । ଓସ୍କାର(ମୋସନ ପିକ୍ଚର ଆର୍ଟ ଆଣ୍ଡ ସାଇନ୍ସ ଏକାଡେମୀ)ରେ ଏକ ସ୍ୱତନ୍ତ୍ର ସ୍ଥାନ ପାଇଥିବାରୁ ଫିଲ୍ମର ନିର୍ଦ୍ଦେଶିକା ତଥା ଅଭିନେତ୍ରୀ ନନ୍ଦିତା ଦାସ ସୋସିଆଲ ମିଡ଼ିଆରେ ନିଜର ଖୁସି ଜାହିର…

ରେଳ ଧାରଣାରୁ ବିକଳାଙ୍ଗ ବ୍ୟକ୍ତିଙ୍କୁ ଉଦ୍ଧାର କଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ବାଲେଶ୍ୱର: ବାହାନଗା ରେଲୱେ ଫାଟକ ନିକଟରୁ ଜଣେ ଅଜଣା ବିକଳାଙ୍ଗ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ । ଘଟଣାନୁଯାୟୀ ବୁଧବାର ସକାଳ ପ୍ରାୟ ୫.୩୦ ସମୟରେ ବାଲେଶ୍ୱର ଜିଲ୍ଲା ବାହାନଗା ରେଲୱେ ଷ୍ଟେସନ ଅଧିନସ୍ଥ ଇଚ୍ଛାପୁର ରେଲୱେ ଫାଟକ ନିକଟରେ ଜଣେ ଅଜଣା ବିକଳାଙ୍ଗ…

ମୟୂରଭଞ୍ଜରେ ଚାଞ୍ଚଲ୍ୟ, ମଣିଷ ଖାଇଲା ମଣିଷର ଦରପୋଡ଼ା ମାଂସ !

ବାରିପଦା: ମଣିଷ ମାଂସାଶୀ । ହେଲେ କେବେ ଶୁଣିଛନ୍ତି ମଣିଷ, ମଣିଷର ମାଂସ ଖାଇବା । କିନ୍ତୁ ଏମିତି ଘଟିଛି ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଅଞ୍ଚଳରେ । ମଦ ନିଶାରେ ମସଗୁଲ୍ ଥିବା ୨ ଜଣ ବ୍ୟକ୍ତି ଶ୍ମଶାନରେ ମୃତଦେହ ପୋଡ଼ା ଯାଉଥିବା ବେଳେ ସେଠାରୁ ଦରପୋଡ଼ା ଶବର ମାଂସ ଆଣି ଖାଉଥିବା ବେଳେ…

ଏମିତି କଇଁଛ, ଯିଏ ଦୋଳିରେ ନ ଝୁଲିଲେ ଖାଦ୍ୟ ଖାଉ ନାହାନ୍ତି

ମଧ୍ୟପ୍ରଦେଶ: ଅଧିକାଂଶ ଲୋକ ଘରେ ଗୃହପାଳିତ ପଶୁ ପାଳିବାକୁ ପସନ୍ଦ କରିଥାନ୍ତି । ସେଥିଲାଗି କେହି କେହି ଘର କୁକୁର,ବିଲେଇ,ଠେକୁଆ, ସାପ, ଶୁଆ ଆଦି ପଶୁପକ୍ଷୀ ପାଳିଥାନ୍ତି । ସେମାନେ ନିଜ ଘରର ସଦସ୍ୟଙ୍କ ପରି ଯତ୍ନ ବି ନେଇଥାନ୍ତି । ଯୁଆଡ଼େ ଯାଆନ୍ତି ସାଙ୍ଗରେ ବୁଲାଇବାକୁ ମଧ୍ୟ ନେଇଥାନ୍ତି ।…

ପ୍ରେମ ପାଇଁ ୪ ପିଲାଙ୍କ ସହ ଦେଶ ଛାଡିଲେ, ଧର୍ମ ଛାଡିଲେ ସୀମା ହାଇଦର…ହେଲେ ଏବେ ପଛରେ ପଡ଼ିଛି ପୋଲିସ

ନୂଆଦିଲ୍ଲୀ: ଏବେ ଜାତୀୟ ରାଜନୀତିର ଚିନ୍ତା ଆଉ ଚର୍ଚ୍ଚାର ବିଷୟ ହୋଇଛି ସୀମା ହାଇଦର । ସୀମା ହାଇଦର ପଛରେ ଲାଗି ଯାଇଛନ୍ତି ସୁରକ୍ଷା ଏଜେନନ୍ସି, ଲୋକାଲ ଇଣ୍ଟେଲିଜେନ୍ସ ୟୁନିଟ ଏବଂ ସ୍ଥାନୀୟ ପୋଲିସ । ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ । ସୀମା ହାଇଦର ବିନା ପାସପୋର୍ଟରେ ପାକିସ୍ତାନରୁ…

ଭୁବନେଶ୍ୱର ଏୟାରପୋର୍ଟରେ ଫାଷ୍ଟଟ୍ୟାଗ୍‌-ଆଧାରିତ ସ୍ମାର୍ଟ ପାର୍କିଂ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର: ଗ୍ରାହକଙ୍କ ସୁବିଧା ପାଇଁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ଫାଷ୍ଟ୍‌ଟ୍ୟାଗ୍‌-ଆଧାରିତ ସ୍ମାର୍ଟ ପାର୍କିଂ ସଲ୍ୟୁଶନକୁ ସକ୍ଷମ କରିବା ପାଇଁ ଭାରତର ଏକ ଅଗ୍ରଣୀ ଫାଷ୍ଟଟ୍ୟାଗ୍ ପ୍ରଦାନକାରୀ ସଂସ୍ଥା, ଏୟାରଟେଲ୍ ପେମେଣ୍ଟସ ବ୍ୟାଙ୍କ ପାର୍କ+ ସହ ସହଭାଗିତା…