କୃଷିମନ୍ତ୍ରୀଙ୍କ ଘର ସାମ୍ନାରେ ଶସ୍ତାରେ ବିକ୍ରି ହେଲା ପରିବା; ଛାତ୍ର କଂଗ୍ରେସର ଅଭିନବ ପ୍ରତିବାଦ
ଭୁବନେଶ୍ୱର:ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ପ୍ରତିବାଦ କରି ରାସ୍ତାକୁ ଓହ୍ଲାଇଛି ଚାତ୍ର କଂଗ୍ରେସ । ଛାତ୍ର କଂଗ୍ରେସ ପକ୍ଷରୁ ଆଜି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଘର ଗେଟ୍ ଆଗରେ ଛାତ୍ର କଂଗ୍ରେସ କର୍ମୀ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା ।…