Latest Odisha News

BREAKING NEWS

ବାହୁଡା ଅଘଟଣ: ରଥ ଦଉଡ଼ି ଛିଣ୍ଡି ଆହତ ହୋଇଥିବା ଭୋଇ ସେବକଙ୍କ ମୃତ୍ୟୁ

ପୁରୀ: ମହାପ୍ରଭୁଙ୍କ ପବିତ୍ର ବାହୁଡାବେଳେ ରଥ ଦଉଡି ଛିଣ୍ଡ ଆହତ ହୋଇଥିବା ଭୋଇ ସେବକଙ୍କର ମୃତ୍ୟୁ ଘଟିଛି ।   ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ମୃତ୍ୟୁ ଘଟିଛି । ବଳଭଦ୍ରଙ୍କ ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକ ଗୁରୁତର ହୋଇଥିଲେ ।  ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ…

୮୦ ଫୁଟ ତଳକୁ ଖସି ପଡିଲା ବସ୍; ୨୭ ମୃତ

ମେକ୍ସିକୋ:ମେକ୍ସିକୋରେ ଭୟଙ୍କର ସଡକ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ ଦୁର୍ଗମ ପାହାଡିଆ ରାସ୍ତାରେ ଯାଉଥିବେବେଳେ ଖାଇକୁ ଖସିପଡିଛି । ଫଳରେ ଅତିକମରେ ୨୭ ଜଣଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ବୁଧବାର ମେକ୍ସିକୋର ଦକ୍ଷିଣ ପ୍ରାନ୍ତରେ ଥିବା ଓକ୍ସାକାରେ ଘଟିଛି ।   ଦୁର୍ଘଟଣାରେ ୧୭…

ଶିକ୍ଷା କ୍ଷେତ୍ରରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସିଟ୍ ସଂରକ୍ଷଣ ଦାବି

ଭୁବନେଶ୍ୱର: ନାମଲେଖାରେ ଓବିସି ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସିଟ୍ ସଂରକ୍ଷଣ କାର୍ଯ୍ୟକାରୀ କରିବାକୁ ବିଭିନ୍ନ ସଂଗଠନ ପକ୍ଷରୁ ଦାବି କରାଯାଇଛି। ଏନେଇ ଓଡିଶା ପଛୁଆବର୍ଗ କମିଶନଙ୍କୁ ଦାବିପତ୍ର ଦିଆଯାଇଛି। ରାଜ୍ୟ ଜନସଂଖ୍ୟାର ୫୪ ପ୍ରତିଶତ ପଛୁଆବର୍ଗ ତଥା ଓବିସି ଓ ଏସଇବିସି ଲୋକ ରହିଛନ୍ତି।…

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲିଜିୟମ । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି ଅଛନ୍ତି ଏସ୍. ମୁରଲୀଧର । ଜଷ୍ଟିସ ଏସ୍ ମୁରଲୀଧର ଆସନ୍ତା ମାସରେ ଅବସର ନେବେ ।…

ବିଷାକ୍ତ ଗ୍ୟାସ ନେଲା ୧୬ ଜୀବନ

ଦକ୍ଷିଣ ଆଫ୍ରିକା: ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗର ବକ୍ସବର୍ଗ ଉପକଣ୍ଠ ନିକଟରେ ଥିବା ଏକ ବସ୍ତିରେ ଗ୍ୟାସ୍ ଲିକ୍ ହେବାରୁ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ବେଆଇନ୍ ଖନନ ପାଇଁ ବ୍ୟବହାର ବେଳ ଗ୍ୟାସ୍‌ ଲିକ୍ ହୋଇଥିବା ସନ୍ଦେହ କରାଯାଉଛି । ପ୍ରଥମେ ଗ୍ୟାସ୍‌ ଲିକ୍‌ ଯୋଗୁ ୨୪ ଜଣଙ୍କ ମୃତ୍ୟୁ…

ରାଜ୍ୟରେ ଆଜିଠୁ ବଢିବ ବର୍ଷା; ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ  । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଅତି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ…

ଆଜି ବାହାରିବ ଯୁକ୍ତ ୨ର ପ୍ରଥମ କଟ୍‌ଅଫ୍ ତାଲିକା, ଅଗଷ୍ଟ ୧ରୁ ପାଠପଢା ଆରମ୍ଭ

ଭୁବନେଶ୍ୱର: ଆଜି ପ୍ରକାଶିତ ହେବ ଯୁକ୍ତ ୨ ନାମଲେଖାର ପ୍ରଥମ କଟ୍ଅଫ୍ ତାଲିକା। ଉଚ୍ଚ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇବ ମେରିଟ ଲିଷ୍ଟ। ଏହି ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୭ ରୁ ୧୩ ତାରିଖ ମଧ୍ୟରେ ନାମ ଲେଖାଇ ପାରିବେ। ୮ ରୁ ୧୪ ହେବ ସ୍ଲାଇଡ୍‌ ଅପ୍‌…

୫-ଟି ସ୍କୁଲରେ ଉପକରଣ ସ୍ଥିତି ଅନୁଧ୍ୟାନ କରିବ ଓସେପା, ୧୩ ସୁଦ୍ଧା ଦାଖଲ ହେବ ରିପୋର୍ଟ

ଭୁବନେଶ୍ୱର: ୫-ଟି ସ୍କୁଲରେ ଉପକରଣ ସ୍ଥିତି ଅନୁଧ୍ୟାନ କରିବ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ। ଏନେଇ ୩୦ ଜିଲ୍ଲା ପାଇଁ ଗଠନ ହେଲା ଟିମ୍। ଗୁଣାତ୍ମକ ପାଠପଢାକୁ ଧ୍ୟାନରେ ରଖି ସରକାର ହାଇସ୍କୁଲ ରୂପାନ୍ତରଣରେ ୫-ଟି ସ୍କୁଲ କରାଯାଇଛି। ଏଥିରେ ସ୍ମାର୍ଟ କ୍ଲାସରୁମ୍,…

ଭଲ ବିଚାର

ଲଳିତ ମୋହନ ମିଶ୍ରଙ୍କ ବିଶେଷ ସ୍ତମ୍ଭ ‘ଚେତନାର ଚୌହଦୀ’ ଜଣେ ଧନୀ ଲୋକ ଥିଲେ । ସେ ଦାନ ପୂଣ୍ୟ କରୁଥିଲେ । କିନ୍ତୁ ଧନୀକଙ୍କର ଉଦ୍ଦେଶ୍ୟ ଯେମିତି ସମସ୍ତେ କୁହନ୍ତୁ, ମୁଁ ଦାନ ପୂଣ୍ୟ କରୁଛି । ଏହା ଚାରିଆଡେ ପ୍ରଚାର ଓ ପ୍ରସାର ହେଉ । ଦିନେ ଏହାର ସୁଯୋଗ ପାଇ ଧନୀକଟି ଜଣେ ସାଧୁଙ୍କ ସହିତ…

ୟୁଜିସିର ନୂଆ ନିୟମ, ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତିରେ ପିଏଚ୍‌ଡି ବାଧ୍ୟତାମୂଳକ ନୁହେଁ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଏଣିକି ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତି ପାଇଁ ପିଏଚ୍‌ଡି ବାଧ୍ୟତାମୂଳକ ନୁହେଁ। ନିୟମ ପରିବର୍ତ୍ତନ କରିଛି ୟୁନିଭରସିଟି ଗ୍ରାଣ୍ଟ କମିଶନ। କଲେଜରେ ପ୍ରଫେସର ହେବା ପାଇଁ ଆଉ ଏବେ ପିଏଚଡି କରିବାର ଆବଶ୍ୟକ ନାହିଁ। ନୂଆ ନିୟମ ୧…