ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି, ମାନହାନି ମାମଲାରେ ଦଣ୍ଡ ଉପରେ ହାଇକୋର୍ଟଙ୍କ ରୋକ!
ଭୁବନେଶ୍ୱର: ମାନହାନୀ ମାମଲାରେ ରାହୁଲଙ୍କୁ ଆସ୍ୱସ୍ତି। ମୋଦି ସାଙ୍ଗିଆ ସଂପର୍କିତ ମାନହାନି ମାମଲାରେ ଝାଡ଼ଖଣ୍ଡ ହାଇକୋର୍ଟ ପକ୍ଷରୁ ରାହୁଲଙ୍କୁ ସାମୟିକ ଆସ୍ୱସ୍ତି ମିଳିଛି।
ଝାଡ଼ଖଣ୍ଡ ହାଇକୋର୍ଟ ଏ ସମ୍ପର୍କରେ ଶୁଣାଣି କରିବା ସହ ରାହୁଲ ଗାନ୍ଧୀଙ୍କ ବିରୋଧରେ ଦଣ୍ଡମୂଳକ…