ମନ୍ତ୍ରିମଣ୍ଡଳ ଅଦଳ ବଦଳ ଚର୍ଚ୍ଚା ଭିତରେ ବସିଲା କ୍ୟାବିନେଟ ବୈଠକ, ପ୍ରସ୍ତୁତ ହେଲା ୨୦୨୪ର ରୋଡମ୍ୟାପ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଦିଲ୍ଲୀର ପ୍ରଗତି ମଇଦାନରେ ନବନିର୍ମିତ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ବୈଠକ କରିଛନ୍ତି। ଏହି ସମୟରେ ମୋଦୀ ସମସ୍ତ ମନ୍ତ୍ରୀଙ୍କ ସହ ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ।…