Latest Odisha News

BREAKING NEWS

ୟୁସିସି ନାମ ପରିବର୍ତ୍ତେ ଆଇସିସି ରଖିବାକୁ ପରାମର୍ଶ ଦେଲେ ବିଜେପି ନେତା

ନୂଆଦିଲ୍ଲୀ: ୟୁନିଫର୍ମ ସିଭିଲ କୋଡ (ୟୁସିସି) ସମ୍ବନ୍ଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ବୟାନ ପରେ ରାଜନୈତିକ ଦଳରେ ଚର୍ଚ୍ଚାର ଜୋର ଧରିଛି। ବିରୋଧୀ ଦଳ ଏହାକୁ ବିରୋଧ କରିଥିବାବେଳେ ବିଜେପି ସମର୍ଥକ ସଂଗଠନ ୟୁସିସି ସମ୍ପର୍କରେ ସରକାରଙ୍କୁ ପରାମର୍ଶ ଦେବା ଆରମ୍ଭ କରିଛନ୍ତି।…

ବାହାନାଗା ଟ୍ରେନ ଦୁର୍ଘଟଣା : ଏସସିବିରେ ଆଖି ବୁଜିଲେ ଆଉ ଜଣେ ଆହତ

କଟକ : ବାହାନାଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣେ ଆହତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଏବେ ଟ୍ରେନ ଦୁର୍ଘଟଣା ଜନିତ  ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି । ମୃତକଙ୍କ ନାଁ ହେଉଛି ମନୀଷ କୁମାର ।  ସେ କଟକ SCBରେ ଚିକିତ୍ସାଧୀନ ଥିଲେ । ସେଠାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ।    ମନୀଷଙ୍କ…

ବରିଷ୍ଠ ସାମ୍ବାଦିକ ଜଗନ ମୋହନ ମହାପାତ୍ରଙ୍କ ପରଲୋକ

ବ୍ରହ୍ମପୁର:ପରଲୋକରେ ବ୍ରହ୍ମପୁରର ବରିଷ୍ଠ ସାମ୍ବାଦିକ ଡ. ଜଗନ ମୋହନ ମହାପାତ୍ର ।  ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି।  ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା କାଜୁଆଲିଟିରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧିନ…

ପାକିସ୍ଥାନରେ ହିନ୍ଦୁ ନେତାଙ୍କ ଘରେ ବୁଲଡ଼ୋଜର ଚଲାଇଦେଲେ ଶେହବାଜ ସରକାର

ପାକିସ୍ଥାନ : ପାକିସ୍ଥାନରେ ହିନ୍ଦୁ ମାନଙ୍କ ଦିଆ ଯାଉଥିବା ନିର୍ଯାତନା ସମ୍ପର୍କରେ ପ୍ରାୟ ସମସ୍ତେ ଜାଣନ୍ତି । ପାକିସ୍ଥାନରେ ଯେମିତି ହିନ୍ଦୁ ହେବା ଏକ ଅପରାଧ ! ଏଠାରେ ହିନ୍ଦୁ ଝିଅ ମାନଙ୍କୁ ଅପହରଣ କରିବା ଏବଂ ଜବରଦସ୍ତି ସେମାନଙ୍କର ଧର୍ମ ପରିବର୍ତ୍ତନ  କରାଯାଉଥିବା ଅଭିଯୋଗ ପ୍ରାୟ…

ତ୍ରିପୁରାରେ ବାହୁଡା ଯାତ୍ରାବେଳେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ…

ଭୁବନେଶ୍ଵର: ତ୍ରିପୁରାର କୁମାରଘାଟ ଅଞ୍ଚଳରେ  ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇବା ଓ ଅନେକ ଲୋକ ଆହତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ…

କଂଗ୍ରେସକୁ ଫୋନ୍‌ପେର ଚେତାବନୀ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଛାପିଥିଲା ପୋଷ୍ଟର ଓ କ୍ୟୁଆର କୋଡ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: କିଛିଦିନ ପୂର୍ବେ କର୍ଣ୍ଣାଟକରେ ରାଜନୈତିକ ଦଳ ମଧ୍ୟରେ ଚାଲିଥିଲା ପୋଷ୍ଟର ୱାର। କର୍ଣ୍ଣାଟକର ବୋମ୍ମାଇ ସରକାରଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ଅଭିଯୋଗକୁ କଂଗ୍ରେସ କ୍ୟୁଆର (QR)କୋଡ୍ ବ୍ୟବହାର କରିଥିଲା। ବର୍ତ୍ତମାନ ମଧ୍ୟପ୍ରଦେଶରେ ମଧ୍ୟ ମୁଖ୍ୟମନ୍ତ୍ରୀ ଶିବରାଜ…

ଏଥର ରଥଯାତ୍ରା ପରିଚାଳନାରେ ଝୁଂଟି ପଡିଲେକି ପ୍ରଶାସନ ?

ଶ୍ରୀକ୍ଷେତ୍ରର ରଥଯାତ୍ରା....ସାରା ବିଶ୍ୱ ବ୍ୟଗ୍ରତା ସହକାରେ ଅପେକ୍ଷା କରିଥାନ୍ତି । ଆଉ ଓଡିଶା ସରକାର ମଧ୍ୟ ଏଥିପାଇଁ ଆପ୍ରାଣ ଉଦ୍ୟମ କରି ସଫଳ କରିବା ପାଇଁ ଚେଷ୍ଟା କରନ୍ତି । ସବୁ ଥର କିଛି ଭୁଲ ଭଟକା ରୁହେ...ତାହା ଗ୍ରହଣୀୟ । ଏଥର କିନ୍ତୁ ସୀମା ଟପି ଯାଇଥିଲା...ରଥଯାତ୍ରା ପରିଚାଳନା…

ସୁନାବେଶରେ ଡ୍ରୋନ୍ ମାଧ୍ୟମରେ ହେବ ଟ୍ରାଫିକ ନିୟନ୍ତ୍ରଣ

ପୁରୀ:  ଆଜି ମହାପ୍ରଭୁଙ୍କ ପବିତ୍ର ସୁନାବେଶ। ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଗତବର୍ଷ ତୁଳନାରେ ପ୍ରାୟ ପଚିଶ ପ୍ରତିଶତ ଅଧିକ ଭକ୍ତ ମହାପ୍ରଭୁଙ୍କର ଏହି ଦର୍ଶନ କରିବେ ବୋଲି ଆକଳନ କରିଛି ପ୍ରଶାସନ । ତେଣୁ ଏହାକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ଟ୍ରାଫିକ ବ୍ଯବସ୍ଥାକୁ ନେଇ ଏକ…

ସୁନାବେଶରେ ଠାକୁରଙ୍କ ସବୁ ସୁନା ଅଳଙ୍କାର ଭିତରେ ଥାଏ ଗୋଟିଏ ରୂପାଳଙ୍କାର; ଜାଣନ୍ତି କ’ଣ ?

ପୁରୀ:ଆଜି ସୁନାବେଶ । ମହଣମହଣ ସୁନାରେ ସଜେଇ ହେବେ ତିନିଠାକୁର । ସ୍ୱର୍ଣ୍ଣାଳଙ୍କାର ବିଭୂଷିତ ହୋଇ ତିନିଠାକୁର ଯେମିତି ରାଜା ପରି ଦିଶିବେ । ମହାପ୍ରଭୁଙ୍କର ଏହି ଅପୂର୍ବରୂପ ଭକ୍ତ ଦେଖିବେ ରଥ ଉପରେ । ଜଗନ୍ନାଥଙ୍କ ଅନେକ ବେଶ ମଧ୍ୟରୁ ସୁନାବେଶ ଗୋଟିଏ । ଏମିତି ତିନିଠାକୁରଙ୍କ ଅଙ୍ଗରେ…